Posted inଜାତୀୟ

ମୂଳପୋଛ ହେବେ ଆତଙ୍କବାଦୀ: ହିଟ୍‌ଲିଷ୍ଟ୍‌ରେ ୧୨ଜଣ

ଶ୍ରୀନଗର, ୨।୭: ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ ମୂଳପୋଛ କରିବା ପାଇଁ ସ୍ଥାନୀୟ ପୋଲିସ ପକ୍ଷରୁ ଏକ ବଡ଼ଧରଣ ପଦକ୍ଷେପ ଗ୍ରହଣ କରାଯାଇଛି। କଶ୍ମୀର ଜୋନ୍‌ ପୋଲିସ ୧୨ ଜଣ ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟ୍‌ ପ୍ରସ୍ତୁତ କରାଯାଇଛି। ଏଥିରେ ଜୈଶ୍‌-ଇ-ମହମ୍ମଦ୍‌ର ୩ ଜଣ, ଲଶ୍କର-ଇ-ତୋଏବାର ୫ ଜଣ ଏବଂ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ୪ ଆତଙ୍କବାଦୀଙ୍କ ନାମ ରହିଛି। ଜୈଶ୍‌ କମାଣ୍ଡର ଗାଜି ରାଶିଦ୍‌, ଲମ୍ବୁଙ୍କ ନାମ ଉପରେ ରହିଛି। ଏହା ତଳକୁ ହିଜ୍‌ବୁଲ୍‌ର୍‌ ଡ. ସୈଫୁଲାଙ୍କ ନା ଅଛି। ସେହିପରି ତାଲିକାରେ ଲଶ୍କର ଆତଙ୍କବାଦୀ ଉସମାନ୍‌ ଏବଂ ନସରୁଲ୍ଲାଙ୍କ ନାମ ରହିଛି। ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ୧୭୦ ଆତଙ୍କବାଦୀ ସକ୍ରିୟ ଥିବା ପୋଲିସ ପକ୍ଷରୁ କୁହାଯାଇଛି। କଶ୍ମୀର ଜୋନ୍‌ ଆଇଜିପି ବିଜୟ କୁମାର ଏନେଇ ସୂଚନା ଦେଇଛନ୍ତି। ଗତ ୬ ମାସରେ ୧୧୮ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୧୦୭ ଜଣ ୍‌ସ୍ଥାନୀୟ ଆତଙ୍କବାଦୀ ରହିଛନ୍ତି। ସେହିପରି ହିଜ୍‌ବୁଲ୍‌ର ୫୭, ଲଶ୍କରର ୨୪, ଜୈଶ୍‌ର ୨୨, ଆଇଏସ୍‌ଜେକେର ୭, ଅଂସାର ଗଜବାତ ଉଲ୍‌ ହିନ୍ଦ୍‌ର ୭ ଏବଂ ଅଲବଦର ସଂଗଠନର ଜଣେ ଆତଙ୍କବାଦୀ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri