ଆତଙ୍କବାଦୀ ଅସନ୍ତୁଷ୍ଟ: ଆଫଗାନିସ୍ଥାନରେ ଚାଇନା ବିବେଶରେ ବାଧା…

କାବୁଲ,୨୮।୧ : ପୁଞ୍ଜି ନିବେଶ ନେଇ ଆଫଗାନିସ୍ତାନରେ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ସ୍ଥାନୀୟ ଆତଙ୍କବାଦୀ ସଂଗଠନ ଚାଇନାକୁ ଟାର୍ଗେଟ କରୁଥିବାରୁ ପୁଞ୍ଜି ନିବେଶ କରିବାରେ ବାଧା ସୃଷ୍ଟି ହୋଇଛି। ଚାଇନା କମ୍ପାନୀ ଶିନଜିଆଙ୍ଗ ସେଣ୍ଟ୍ରାଲ ଏସିଆ ପେଟ୍ରୋଲିୟମ ଆଣ୍ଡ ଗ୍ୟାସ ପକ୍ଷରୁ ତୈଳ ସନ୍ଧାନ ପାଇଁ ଆଫଗାନିସ୍ତାନ ସରକାରଙ୍କ ସହିତ ୨୫ ବର୍ଷର ବୁଝାମଣା କରିଛି। ଦେଶର ଉତ୍ତର ପଶ୍ଚିମ ଅଞ୍ଚଳରେ ଥିବା ଆମୁ ନଦୀର ଅବବାହିକାରେ ତୈଳ ସନ୍ଧାନ ପାଇଁ ଚାଇନା ୧୫ କୋଟି ଡଲାର ପୁଞ୍ଜି ନିବେଶ କରିବ।

ଆତଙ୍କବାଦୀ ସଂଗଠନ ଚାଇନାର ଏଭଳି କାର୍ଯ୍ୟକୁ ବିରୋଧ କରୁଛନ୍ତି। ଫଳରେ ପରିଯୋଜନାର କାର୍ଯ୍ୟ ଆଗେଇ ନେବାରେ ଚାଇନା ଏବଂ ତାଲିବାନ ସରକାରଙ୍କ ପାଇଁ କଷ୍ଟକର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?