ଡିଲ ପୂର୍ବରୁ ହଠାତ୍ ଟୁଇଟର ହେଡକ୍ୱାର୍ଟର ପହଞ୍ଚିଲେ ଏଲନ ମସ୍କ, ସାଙ୍ଗରେ ନେଇଥିଲେ ଏମିତି ଜିନିଷ ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା

କାଲିଫର୍ନିଆ,୨୭ ।୧୦: ବହୁତ ଦିନର ଅପେକ୍ଷା ପରେ ବୁଧବାର ସେହି ସମୟ ଉପନୀତ ହୋଇଥିଲା ଯେତେବେଳେ ଏଲନ ମସ୍କ ଟୁଇଟର ଅଫିସ ପହଞ୍ଚିଥିଲେ । କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ପର୍ଯ୍ୟନ୍ତ ୪୪ ବିଲିୟନ ଡଲାର ଡିଲକୁ ସମ୍ପୂର୍ଣ୍ଣ କରିବାର ୨ ଦିନ ପୂର୍ବରୁ ସେ ତାଙ୍କ ଟୁଇଟର ବାୟୋରେ ପରିବର୍ତ୍ତନ କରିଛନ୍ତି । ସେ ପ୍ରଥମେ ତାଙ୍କ ଟୁଇଟର ପ୍ରୋଫାଇଲରେ ଲୋକେଶନକୁ ‘ଟୁଇଟର ହେଡକ୍ୱାର୍ଟର’ କରିଛନ୍ତି । ଏହାପରେ ସେ ଡ୍ରିସକ୍ରିପ୍ଟରରୁ ‘ଚିଫ୍ ଟୁଇଟ’ ଲେଖିଛନ୍ତି । ଏହାପରେ ଏଲନ ମସ୍କ ଟୁଇଟରର ସାନ ଫ୍ରାନସିସକୋ ସ୍ଥିତ ହେଡକ୍ୱାର୍ଟରରେ ପହଞ୍ଚିଥିଲେ ।
ଟୁଇଟର ହେଡକ୍ୱାର୍ଟର ପହଞ୍ଚିବା ସମୟରେ ଏଲନ ମସ୍କ ସାଙ୍ଗରେ ଏମିତି ଏକ ଜିନିଷ ଧରିଥିଲେ ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହା ଉପରେ ଭିନ୍ନ ଭିନ୍ନ ପ୍ରକାରର କମେଣ୍ଟ ଦେଉଛନ୍ତି ୟଜର୍ସ । ମସ୍କଙ୍କର ଯେଉଁ ଭିଡିଓଟି ଭାଇରାଲ ହେଉଛି ସେଥିରେ ସେ ହାତରେ ଏକ ସିଙ୍କ ଧରି ଟୁଇଟର ହେଡକ୍ୱାର୍ଟର ନେଉଥିବା ଦେଖାଯାଇଛି । ସେ ନିଜେ ସିଙ୍କକୁ ଉଠାଇ ନେଉଥିବା ଦେଖାଯାଇଛି । ସେ ଟୁଇଟର କ୍ୟାପଶନରେ ଲେଖିଛନ୍ତି, ‘ଏଣ୍ଟରିଂ ଟୁଇଟର ହେଡକ୍ୱାର୍ଟର-ଲେଟ ଦ୍ୟାଟ ସିଙ୍କ ଇନ!’

 


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri