ନ୍ୟୁୟର୍କ,୯।୧୦: ଚାଇନା-ତାଇଓ୍ବାନ୍ ମଧ୍ୟରେ ବିବାଦର ସମାଧାନ ପାଇଁ ଟେସଲା ସିଇଓ ଏଲନ ମସ୍କ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ତାଇୱାନକୁ ଚାଇନାର ଏକ ସ୍ବତନ୍ତ୍ର ପ୍ରଶାସନିକ ଅଞ୍ଚଳ କରାଯାଇପାରେ। ତାଇୱାନର କିଛି ଅଂଶ ଚାଇନାକୁ ହସ୍ତାନ୍ତର କରାଯାଇପାରିବ, ଯାହା ସେମାନଙ୍କ ଝଗଡ଼ାକୁ ଶେଷ କରିପାରେ। ଏହି ପରାମର୍ଶକୁ ନେଇ ତାଇୱାନ ଏବଂ ଚାଇନାର ପ୍ରତିକ୍ରିୟା ପ୍ରକାଶ ପାଇଛି। ତାଇଓ୍ବାନର ଗଣତାନ୍ତ୍ରିକ ପ୍ରଗତିଶୀଳ ପାର୍ଟି ମୁଖପାତ୍ର ହୁଆଙ୍ଗ ତାଇ-ଲିନ ଶନିବାର କହିଛନ୍ତ,ମସ୍କଙ୍କ ମନ୍ତବ୍ୟ କେବଳ ଜାତୀୟ ସାର୍ବଭୌମତ୍ୱର ଉଲ୍ଲଂଘନ ନୁହେଁ ବରଂ ଗଣତନ୍ତ୍ରର ମଧ୍ୟ କ୍ଷତି ପହଞ୍ଚାଉଛି।
ଏଥି ସହିତ ଚାଇନା କହିଛି ଯେ, ତାଇଓ୍ବାନ ପ୍ରସଙ୍ଗରେ କଥାବାର୍ତ୍ତା କରିବାକୁ ମସ୍କ ସବୁ ସୀମା ଅତିକ୍ରମ କରିଛି। ତାଇୱାନ ପ୍ରସଙ୍ଗ ହେଉଛି ଚାଇନାର ଘରୋଇ ରାଜନୀତି। ଚାଇନା ବିଦେଶୀ ଶକ୍ତିର ହସ୍ତକ୍ଷେପକୁ ସମ୍ପୂର୍ଣ୍ଣ ରୂପେ ଦମନ କରିବ।
ସୂଚନାଯୋଗ୍ୟ, ଆମେରିକାର ନିମ୍ନ ସଦନର ବାଚସ୍ପତି ନାନସୀ ପେଲୋସିଙ୍କ ତାଇୱାନ ଗସ୍ତ ପରଠାରୁ ଉତ୍ତେଜନା ବଢିବାରେ ଲାଗିଛି।
Posted inHome, Home Left, ଅନ୍ତର୍ଜାତୀୟ View All
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?
ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
Archives

