ଭାରତରେ ପ୍ରବେଶ କଲା ଟେସ୍‌ଲା

ନୂଆଦିଲ୍ଲୀ,୧୪।୧: ଆମେରିକାର ଇଲେକ୍‌ଟ୍ରିକ କାର ନିର୍ମାଣକାରୀ କମ୍ପାନୀ ଟେସ୍‌ଲା ଭାରତ ବଜାରରେ ପ୍ରବେଶ କରିଛି। ଏହା ବିଶ୍ୱର ସବୁଠାରୁ ବଡ ଇ-କାର୍‌ ନିର୍ମାତା। ଟେସ୍‌ଲା ଇଣ୍ଡିଆ ମୋଟର୍ସ ଏବଂ ଏନର୍ଜି ପ୍ରାଇଭେଟ ଲିମିଟେଡ୍‌ ବାଙ୍ଗାଲୋରରେ ଏକ ଅଫିସ ସ୍ଥାପନ କରିବା ସହ ପଞ୍ଜୀକରଣ କରାଇଛି। ଏଠାରେ କମ୍ପାନୀ ଏକ ରସର୍ଚ୍ଚ ଏବଂ ଡେଭଲପମେଣ୍ଟ ୟୁନିଟ ସହ ମାନୁଫାକ୍‌ଚରିଂ ଆରମ୍ଭ କରିବାକୁ ଯୋଜନା ରଖିଛି। କମ୍ପାନୀ ଏଠାରେ ବିଳାସପୂର୍ଣ୍ଣ ଇ-କାର୍‌ ପ୍ରସ୍ତୁତ କରିବା ସହ କାରବାର ଆରମ୍ଭ କରିବ। ଏହା ଭାରତ ବଜାରରେ ମଡେଲ ୩ ଲଞ୍ଚ କରିପାରେବ। କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପା ଟେସ୍‌ଲାକୁ ସ୍ବାଗତ ଜଣାଇଛନ୍ତି। ବୈଭବ ତନେଜା, ଭେଙ୍କଟ ରଙ୍ଗମ ଶ୍ରୀରାମ, ଭେଡିଡ୍‌ ଜନ୍‌ ଫେଷ୍ଟିନ ଏହାର ନିର୍ଦ୍ଦେଶକ ରହିଛନ୍ତି। ତଜେନା ଟେସ୍‌ଲାରେ ସିଏଫ୍‌ଓ ଭାବେ ଅବସ୍ଥାପିତ ରହିଛନ୍ତି। ସେହିଭଳି ଷ୍ଟେଶିନ ଗ୍ଲୋବାଲ ସିନିୟର ଡାଇରେକ୍ଟର ରହିଛନ୍ତି। ୨୦୨୧ରେ ଟେସ୍‌ଲା ଭାରତ ବଜାରରେ ପ୍ରବେଶ କରିବ ବୋଲି ଏହାର ସିିଇଓ ଟୁଇଟ ଯୋଗେ ସୂଚନା ଦେଇଥିଲେ। ୨୦୧୯ରେ ଭାରତ ବଜାରରେ ପ୍ରବେଶ ନେଇ ସେ ପ୍ରଥମେ ଆଭାସ ଦେଇଥିଲେ। ୨୦୨୦ରେ କରୋନା ଯୋଗୁ କମ୍ପାନୀ ଭାରତ ଆସିବାରେ ପ୍ରତିବନ୍ଧକ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri