ସରକାରୀ ଅନୁମତିକୁ ଅପେକ୍ଷା କରିଛି ଟେସ୍‌ଲା

ନୂଆଦିଲ୍ଲୀ,୨୯।୫: ବିଶ୍ୱର ପ୍ରମୁଖ ସୌଖିନ କାର୍‌ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ କାରବାର ଓ ପ୍ଲାଣ୍ଟ ନିର୍ମାଣ ପାଇଁ ଆଗ୍ରହୀ ଥିବାବେଳେ କେବଳ ସରକାରୀ ଅନୁମତିକୁ ଅପେକ୍ଷା କରିଛି। ଏପରିକି ଯେପର୍ଯ୍ୟନ୍ତ ସରକାର ଇଲେକ୍‌ଟ୍ରିକ୍‌ ଯାନ ବିକ୍ରି ଏବଂ ସେବା ପ୍ରଦାନ ନେଇ ଅନୁମତି ପ୍ରଦାନ କରିନାହାନ୍ତି, ସେ ପର୍ଯ୍ୟନ୍ତ ଟେସ୍‌ଲା ଭାରତରେ କାର୍‌ ନିର୍ମାଣ କରିବ ନାହିଁ ବୋଲି ଏଲନ୍‌ ମସ୍କ ଶୁକ୍ରବାର ବିଳମ୍ବିତ ରାତିରେ ଟୁଇଟ୍‌ କରି କହିଛନ୍ତି, ଆମକୁ ପ୍ରଥମେ କାର୍‌ ବିକ୍ରି ଏବଂ ସର୍ଭିସ୍‌ ପ୍ରଦାନ କରିବାକୁ ଅନୁମତି ପ୍ରଦାନ କରି ନ ଥିବା ଦେଶଗୁଡ଼ିକରେ ଟେସ୍‌ଲା ପ୍ଲାଣ୍ଟ ସ୍ଥାପନ କରାଯିବ ନାହିଁ। ଏହାଛଡ଼ା ଜଣେ ଟୁଇଟର ୟୁଜର ଭାରତରେ ଟେସ୍‌ଲା ନିର୍ମାଣ ସମ୍ପର୍କିତ ପଚାରିଥିବାଥ ପ୍ରଶ୍ନର ଜବାବ ଦେଇ ସେ କହିଛନ୍ତି, ଆମେ ସରକାରଙ୍କ ମଞ୍ଜୁରୀକୁ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri