ଭାରତ ଛାଡ଼ିପାରେ ଟେସ୍‌ଲା

ନୂଆଦିଲ୍ଲୀ,୯।୫: କେନ୍ଦ୍ର ସରକାରଙ୍କ ସର୍ତ୍ତାବଳୀଗୁଡିକୁ ନେଇ ଟେସ୍ଲା ସିଇଓ ଏଲନ୍‌ ମସ୍କ ଅସନ୍ତୁଷ୍ଟ ଅଛନ୍ତି। ଏପରିକି ସେ ଭାରତ ବଜାର ଉପରୁ ନଜର ହଟାଇ ଅନ୍ୟ ଦେଶର ବଜାର ଉପରେ ନଜର ପକାଇବା ଆରମ୍ଭ କରିଛନ୍ତି। ସେହିଭଳି ଭାରତରେ ଟେସ୍ଲାର ସୁପର ଚାର୍ଜର ନେଟୱର୍କ ଦାୟିତ୍ୱରେ ଅବସ୍ଥାପିତ ନିଶାନ୍ତ ପ୍ରସାଦଙ୍କ ଲିଙ୍କଡ ଇନ୍‌ ପ୍ରୋଫାଇଲ ଇତିମଧ୍ୟରେ ବଦଳିଯାଇଛି। ଭାରତ ବଦଳରେ ତାଙ୍କୁ ଏସିଆ-ପାସିଫିକ ଚାର୍ଜିଂ ଅପରେଶନ ମୁଖ୍ୟ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭାରତରେ ଟେସ୍ଲାର ପ୍ରଥମ କର୍ମଚାରୀ ମନୋଜ ଖୁରାନାଙ୍କୁ କାଲିଫର୍ନିଆରେ ଅବସ୍ଥାପିତ କରାଯାଇଛି। ଏଥିରୁ ମସ୍କ ଭାରତୀୟ ବଜାରରୁ ତାଙ୍କର ନଜର ହଟାଉଥିବା ସ୍ପଷ୍ଟ ଅନୁମାନ କରାଯାଉଛି। ଭାରତରେ କାରବାର ପାଇଁ ଟେସ୍ଲା ଉପରେ ସରକାର ପ୍ରଥମେ ଆମଦାନୀ ଶୁଳ୍କ ହଟାନ୍ତୁ ବୋଲି ମସ୍କ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri