ଭାରତ ଛାଡ଼ିପାରେ ଟେସ୍‌ଲା

ନୂଆଦିଲ୍ଲୀ,୯।୫: କେନ୍ଦ୍ର ସରକାରଙ୍କ ସର୍ତ୍ତାବଳୀଗୁଡିକୁ ନେଇ ଟେସ୍ଲା ସିଇଓ ଏଲନ୍‌ ମସ୍କ ଅସନ୍ତୁଷ୍ଟ ଅଛନ୍ତି। ଏପରିକି ସେ ଭାରତ ବଜାର ଉପରୁ ନଜର ହଟାଇ ଅନ୍ୟ ଦେଶର ବଜାର ଉପରେ ନଜର ପକାଇବା ଆରମ୍ଭ କରିଛନ୍ତି। ସେହିଭଳି ଭାରତରେ ଟେସ୍ଲାର ସୁପର ଚାର୍ଜର ନେଟୱର୍କ ଦାୟିତ୍ୱରେ ଅବସ୍ଥାପିତ ନିଶାନ୍ତ ପ୍ରସାଦଙ୍କ ଲିଙ୍କଡ ଇନ୍‌ ପ୍ରୋଫାଇଲ ଇତିମଧ୍ୟରେ ବଦଳିଯାଇଛି। ଭାରତ ବଦଳରେ ତାଙ୍କୁ ଏସିଆ-ପାସିଫିକ ଚାର୍ଜିଂ ଅପରେଶନ ମୁଖ୍ୟ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭାରତରେ ଟେସ୍ଲାର ପ୍ରଥମ କର୍ମଚାରୀ ମନୋଜ ଖୁରାନାଙ୍କୁ କାଲିଫର୍ନିଆରେ ଅବସ୍ଥାପିତ କରାଯାଇଛି। ଏଥିରୁ ମସ୍କ ଭାରତୀୟ ବଜାରରୁ ତାଙ୍କର ନଜର ହଟାଉଥିବା ସ୍ପଷ୍ଟ ଅନୁମାନ କରାଯାଉଛି। ଭାରତରେ କାରବାର ପାଇଁ ଟେସ୍ଲା ଉପରେ ସରକାର ପ୍ରଥମେ ଆମଦାନୀ ଶୁଳ୍କ ହଟାନ୍ତୁ ବୋଲି ମସ୍କ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri