ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି

ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ ଅତିରିକ୍ତ ବିମାନ ଚଳାଚଳ କରିବାର ଆବଶ୍ୟକତା ରହିଥିଲା। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର ୪ରୁ ଏହି ବିମାନ ବନ୍ଦର ଦେଇ ଆଉ ଏକ ଏଲାୟନ୍ସ ଏୟାର ବିମାନ ପରୀକ୍ଷାମୂଳକ ଭାବେ ଉଡାନ କରିବାକୁ ଯାଉଛି। ଏହା ସଫଳ ହେଲେ ବିମାନ ଯାତ୍ରୀମାନେ ବିଶେଷ ଉପକୃତ ହୋଇପାରିବେ। ଏହା ଝାରସୁଗୁଡ଼ା ରୁଟ୍‌ରେ ଦ୍ୱିତୀୟ ବିମାନ ହେବ। ଭିଏସ୍‌ଏସ୍‌ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ଅନୁଯାୟୀ ଏଲାୟନ୍ସ ଏୟାର ବିମାନ ନଂ ୯ ଆଇ ୮୪୭ ଦିଲ୍ଲୀରୁ ସକାଳ ୧୦ଟାରେ ବାହାରି ରାୟପୁରରେ ୧୨ଟା ୪୫ ମିନିଟରେ ପହଞ୍ଚତ୍ବ। ରାୟପୁରରୁ ଅପରାହ୍ନ ୧ଟା ୧୨ମିନିଟରେ ବାହାରି ଝାରସୁଗୁଡ଼ାରେ ୨ଟା ୧୫ମିନିଟରେ ପହଞ୍ଚତ୍ବ। ପୁଣି ଝାରସୁଗୁଡ଼ାରୁ ଅପରାହ୍ନ ୨ଟା ୪୫ମିନିଟରେ ବାହାରି ଦିଲ୍ଲୀରେ ୫ଟା ୧୫ମିନିଟରେ ପହଞ୍ଚତ୍ବ। ସମୟ ସାରଣୀ ଘୋଷଣା ପରେ ଝାରସୁଗୁଡ଼ା ଦେଇ ଚଳାଚଳ କରୁଥିବା ଏଲାୟନ୍ସ ଏୟାରର କେତେକ ରୁଟ୍‌ରେ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଥିବା ବିମାନ ବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଲାୟନ୍ସ ଏୟାରର ବିମାନ ନଂ ୯ ଆଇ ୭୪୫ କୋଲକାତାରୁ ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ବାହାରି ଝାରସୁଗୁଡ଼ାରେ ୧ଟା ୫୦ ମିନିଟରେ ପହଞ୍ଚତ୍ବ। ପୁଣି ଏହି ବିମାନ ଝାରସୁଗୁଡ଼ାରୁ ଅପରାହ୍ନ ୨ଟା ୪୦ ମିନିଟରେ ବାହାରି ଭୁବନେଶ୍ବରରେ ୩ଟା ୪୫ ମିନିଟରେ ପହଞ୍ଚତ୍ବ। ସେହିପରି ଏଲାୟନ୍ସ ଏୟାରର ବିମାନ ନଂ ୯ ଆଇ ୭୪୬ ଭୁବନେଶ୍ବରରୁ ଅପରାହ୍ନ ୪ଟା ୩୫ମିନିଟରେ ବାହାରି ଝାରସୁଗୁଡ଼ାରେ ୫ଟା ୩୫ ମିନିଟରେ ପହଞ୍ଚତ୍ବ। ପୁନଶ୍ଚ ଏହି ବିମାନ ଝାରସୁଗୁଡ଼ାରୁ ସା ୬ଟା ୦୫ ମିନିଟରେ ବାହାରି କୋଲକାତାରେ ୭ଟା ୨୫ ମିନିଟରେ ପହଞ୍ଚତ୍ବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri