‘ଆକାଶ’ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର,୧୨ା୧(ମାନସ ବିଶ୍ୱାଳ): ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ-ନ୍ୟୁ ଜେନେରେଶନ ଶୁକ୍ରବାର ବ୍ୟବହାରିକ ପରୀକ୍ଷା ଚାନ୍ଦିପୁର ଆଇଟିଆର ପକ୍ଷରୁ କରାଯାଇଥିବା ଜଣାପଡ଼ିଛି। ଆଜି ପୂର୍ବାହ୍ନ ୧୦.୩୦ରେ ଏହି ପରୀକ୍ଷଣ ହୋଇଛି। ଆକାଶ ଏନର୍ଜି ଆକାଶ ସିରିଜର ଏକ ଅତ୍ୟାଧୁନିକ ମିସାଇଲ। ଏହି ସଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶର ଲକ୍ଷ୍ୟଭେଦ ଦୂରତା ୪୦ କିଲୋମିଟର। ଶତ୍ରୁପକ୍ଷର ଯେକୌଣସି ଯୁଦ୍ଧାସ୍ତ୍ରକୁ ଏହା ସହଜରେ ଧ୍ୱଂସ କରିବାରେ ସଫଳ ହୋଇପାରେ। ଏହାର ଲକ୍ଷ୍ୟଭେଦ କ୍ଷମତା, ଗତିବିଧି ଏବଂ ଯୋଗାଯୋଗ କ୍ଷମତାକୁ ଆଇଟିଆରର ଟେଲିମେଟ୍ରିକ୍‌ ରାଡାର ସିଷ୍ଟମ ଦ୍ବାରା ଅନୁଧ୍ୟାନ କରାଯାଇଥିଲା। ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ଏହି ପରୀକ୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ତାତିଲେ ଛାତ୍ରୀଛାତ୍ର: ପ୍ରଧାନଶିକ୍ଷକଙ୍କୁ ବହିଷ୍କାର ଦାବିରେ ଚାଲି ଚାଲି ଗଲେ ବିଡ଼ିଓଙ୍କ ନିକଟକୁ, ତା’ପରେ…

ମୋରଡା,୪।୮(ସ୍ମାରକ ମାଜୀ): ବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ତଥା ପୋକଯୁକ୍ତଖାଦ୍ୟ, ଛାତ୍ରୀଙ୍କୁ ଆଶାଳୀନ ବ୍ୟବହାର, ବିଦ୍ୟାଳୟରୁ ଜିନିଷ ନେଇ ନେବା ଆଦି ବିଭିନ୍ନ ଅଭିଯୋଗ ନେଇ ପ୍ରଧାନଶିକ୍ଷକଙ୍କ ବହିଷ୍କାର…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri