Posted inଜାତୀୟ

ସୀମା ବିବାଦ ମଧ୍ୟରେ ପରୀକ୍ଷା ହେଲା ଆଣ୍ଟି ଶିପ୍ ଭର୍ସନ ବ୍ରହ୍ମୋସ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧ ।୧୨: ସୀମାରେ ଚାଇନା ସହ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ମଙ୍ଗଳବାର ବ୍ରହ୍ମୋସ ସୁପରସୋନିକ କ୍ରୁଜ ମିଶାଇଲର ଆଣ୍ଟି ଶିପ୍ ଭର୍ସନ ବା ଜାହାଜ ରୋଧି ସଂସ୍କରଣର ପରୀକ୍ଷା କରାଯାଇଛି । ଆଣ୍ଡାମାନ ଓ ନିକୋବର ଦ୍ୱୀପରୁ ଏହା ପରୀକ୍ଷା କରାଯାଇଥିବା ସୂଚନା ଦେଇଛି ଭାରତୀୟ ବାୟୁସେନା । ଭାରତୀୟ ନୌସେନା ଦ୍ୱାରା ପରୀକ୍ଷା କରାଯାଉଥିବା ପରୀକ୍ଷଣ ମଧ୍ୟରୁ ଏହା ଏକ ଅଂଶ । ତେବେ ବ୍ରହ୍ମୋସ ସୁପରସୋନିକ କ୍ରୁଜ ମିଶାଇଲକୁ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ଦ୍ୱାରା ବିକଶିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?