Posted inଜାତୀୟ

ଦିଲ୍ଲୀ ବିମାନବନ୍ଦରରେ ଟେଷ୍ଟିଂ ଆରମ୍ଭ

ନୂଆଦିଲ୍ଲୀ,୨୪।୧୨: ନୂଆ ଭାରିଆଣ୍ଟ ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରାଣାଳୟ ପକ୍ଷରୁ ବିଦେଶ ଫେରନ୍ତାଙ୍କ ପାଇଁ ଗାଇଡ୍‌ଲାଇନ୍‌ ଜାରି କରାଯାଇଥିଲା। ଏପରିକି ଶନିବାରଠାରୁ ଦିଲ୍ଲୀ ଏୟାରପୋର୍ଟରେ ବିଦେଶ ଯାତ୍ରୀଙ୍କ ର଼୍ୟାଣ୍ଡମ ଟେଷ୍ଟିଂ ଆରମ୍ଭ କରିବାକୁ ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ନିର୍ଦ୍ଦେଶ ପରେ ଆଜିଠୁ ଟେଷ୍ଟିଂ ଆରମ୍ଭ ହୋଇଛି।
ଅନ୍ୟପକ୍ଷେ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଶୁକ୍ରବାର ସମସ୍ତ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି କୋଭିଡ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସମୀକ୍ଷା ବୈଠକ କରି କରୋନା ସତର୍କତା ଅବଲମ୍ବନ କରିବା ସହ ମାସ୍କ ପିନ୍ଧିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ...

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri