ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି ଏହି ଅଞ୍ଚଳରେ ବିଦ୍ୟୁତ୍‌ କାଟ୍‌ ଘଟାଇଥିବା ବେଳେ ପ୍ରବଳ ପବନ, ଶୁଖିଲା ଘାସ ଏବଂ ତାପମାତ୍ରା ଯୋଗୁ ନିଆଁ ଦ୍ରୁତ ଗତିରେ ବ୍ୟାପିଯିବାରୁ ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ ସମୟ ବନ୍ଦ କରିବାକୁ ବାଧ୍ୟ ହୋଇଥିଲା। ଟେକ୍ସାସ ଗଭର୍ନର ଗ୍ରେଗ୍‌ ଆବଟ ୬୦ ଜିଲା ପାଇଁ ବିପର୍ଯ୍ୟୟ ଘୋଷଣା କରିଥିଲେ।

ହୁଚିନ୍‌ସନ ଜିଲାର ପ୍ରାୟ ୧୩୦୦୦ ଲୋକଙ୍କ ବୋରଗରର ଆଡ୍ରିଏନା ହିଲ୍‌ କହିଛନ୍ତି, ପବନ ଦିଗ ପରିବର୍ତ୍ତନ ନ ହେବାରୁ ନିଆଁ ସହରକୁ ନିଆଁ ଲାଗିବା ପରେ ସେ ଏବଂ ତାଙ୍କ ପରିବାର ଭୟଭୀତ ହୋଇପଡ଼ିଥିଲେ।

ସେ କହିଛନ୍ତି, ଚାରିପାଖରେ ନିଆଁର ରିଙ୍ଗ୍‌ ପରି ଥିଲା, କୌଣସି ଉପାୟ ନ ଥିଲା। ୪ଟି ମୁଖ୍ୟ ରାସ୍ତା ବନ୍ଦ ହୋଇଯାଇଥିଲା। ଏହି ନିଆଁ ମୋ ଘରଠାରୁ ପ୍ରାୟ ୧.୬ କିଲୋମିଟର ଦୂରତାରେ ଆସିଥିଲା, ଯେଉଁଠାରେ ମୁଁ ମୋ ସ୍ବାମୀ ଏବଂ ୨୦ ମାସର ପୁଅ ରହୁ।

ହିଲ୍‌ କହିଛନ୍ତି, ‘ଆମକୁ ଉଦ୍ଧାର କିଛି ଉତ୍ତର ପବନ … ଏହା ବିପରୀତ ଦିଗକୁ ପ୍ରବାହିତ ହୋଇଥିଲା। ଫଳରେ ଆମେ ବଞ୍ଚିଗଲୁ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri