ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।

ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ୩ ବରିଷ୍ଠ ଅଧିକାରୀ ଆଗୁଆ ଜାମିନ ଆବେଦନ କରିଛନ୍ତି । SCERT ର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କ ଅଧିନରେ କାର୍ଯ୍ୟ କରୁଥିବା ଅଧିକାରୀଙ୍କ ମଧ୍ୟରୁ କେତେକ ଏହି ଆବେଦନକାରୀଙ୍କ ମଧ୍ୟରେ ରହିଛନ୍ତି। ପୂର୍ବରୁ ପ୍ରକାଶନୀ ସଂସ୍ଥାର ଅନୁପମ ଘୋଷ ଓ ଅସୀମ କୁମାର ଘୋଷ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ଯାହା ବିଚାରାଧୀନ ରହିଛି । ଗତ ସପ୍ତାହରେ ଏହି ଘଟଣାରେ SCERT ର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢୀଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri