ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଆପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସ୍ବତନ୍ତ୍ର ଭାବେ କ୍ରାଇମବ୍ରାଞ୍ଚ ଏସ୍‌ପିଙ୍କ ନିକଟରେ ଏଫ୍‌ଆଇଆର୍‌ ଦାୟର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ। ଏହି କମିଟିର ରିପୋର୍ଟ ଅନୁଯାୟୀ SCERTର ପୂର୍ବତନ ନିର୍ଦ୍ଦେଶକଙ୍କ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବନ କରାଯାଇଥିଲା ଏବଂ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?