ପ୍ରଧାନମନ୍ତ୍ରୀଙ୍କୁ ବଡ଼ ଝଟ୍‌କା, ପଦରୁ ହଟାଇଦେଲେ କୋର୍ଟ

ନୂଆଦିଲ୍ଲୀ, ୧୪।୦୮: ବାଂଲାଦେଶ ପରେ ଥାଇଲାଣ୍ଡର ରାଜନୀତି ଏବେ ହଲଚଲ୍‌ ହୋଇଛି । ପ୍ରଧାନମନ୍ତ୍ରୀ ପଦରୁ ତାଙ୍କ ପଦରୁ ହଟାଇଛନ୍ତି ଥାଇଲାଣ୍ଡ ସାମ଼୍ବିଧାନିକ କୋର୍ଟ । ଏକ ନୈତିକତା ମାମଲାର ଶୁଣାଣି କରି କୋର୍ଟ ପ୍ରଧାନମନ୍ତ୍ରୀ ଶ୍ରେଥା ଥାଭିସିନ୍‌ ପଦ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାକୁ ନେଇ ଥାଇଲାଣ୍ଡ ରାଜନୀତି ସରଗରମ ହୋଇଛି । ଜଜ୍‌ ଏନେଇ କହିଛନ୍ତି ଯେ ଶ୍ରେଥା ଥାଭିସିନ୍‌ ତାଙ୍କ ମନ୍ତ୍ରିମଣ୍ଡଳରେ ଜଣେ ଅପରାଧୀ ଓକିଲଙ୍କୁ ନିଯୁକ୍ତ କରି ନିୟମର ଉଲଂଘନ କରିଛନ୍ତି । ଥାଇଲାଣ୍ଡର ପୂର୍ବ ସରକାରଙ୍କ ଦ଼୍ବାରା ନିଯୁକ୍ତ ପୂର୍ବତନ ସାଂସଦ ସମୂହଙ୍କ ଦ଼୍ବାରା ଏହି ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି ।

ସୂଚନା ଥାଉକି, ଏହାର ଏକ ସପ୍ତାହ ପୂର୍ବରୁ କୋର୍ଟ ମୁଖ୍ୟ ବିରୋଧୀ ଦଳକୁ ଭଙ୍ଗ କରିଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶକୁ ନେଇ ଥାଇଲାଣ୍ଡ ରାଜନୀତିରେ ଆଲୋଡ଼ନ ସୃଷ୍ଟି ହୋଇଛି। ଜଣେ କ୍ୟାବିନେଟ ସଦସ୍ୟଙ୍କ ନିଯୁକ୍ତିକୁ ନେଇ ସାମ୍ବିଧାନିକ ଖଣ୍ଡପୀଠ ଶ୍ରେଥାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ନୂତନ ପ୍ରଧାନମନ୍ତ୍ରୀ ନିଯୁକ୍ତ ନହେବା ପର୍ଯ୍ୟନ୍ତ କ୍ୟାବିନେଟର ତତ୍ତ୍ୱାବଧାନରେ ସଂସଦ ଚାଲୁରହିବ। ପ୍ରଧାନମନ୍ତ୍ରୀ ପଦବୀରେ ନିଯୁକ୍ତି ପାଇଁ ସଂସଦକୁ କୌଣସି ସମୟ ସୀମା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

କାର୍‌ ରେସିଂର କରୁଣ ପରିଣତି: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ିଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri