ଦେହରକ୍ଷୀଙ୍କୁ ବିବାହ କଲେ ଥାଇଲାଣ୍ଡ ରାଜା

ବ୍ୟାଙ୍ଗକକ୍‌,୨।୫: ରାଜ୍ୟାଭିଷେକର ଗୋଟିଏ ଦିନ ପୂର୍ବରୁ ଥାଇଲାଣ୍ଡ ରାଜା ମାହା ବାଜିରାଲଙ୍ଗକର୍ନ ବୁଧବାର ତାଙ୍କ ଉପମୁଖ୍ୟ ଦେହରକ୍ଷୀଙ୍କୁ ବିବାହ କରିଛନ୍ତି। ଏହାପରେ ତାଙ୍କୁ ସେ କୁଇନ୍‌ ସୁଥିଦା ଆଖ୍ୟା ଦେଇଛନ୍ତି। ରୟାଲ ଗେଜେଟରେ ଏହି ଆଶ୍ଚର୍ଯ୍ୟ କରିବା ଭଳି ଖବର ଆସିବା ପରେ ରାଜାଙ୍କର ଏହି ବିବାହ ସମସ୍ତ ଥାଇ ଚ୍ୟାନେଲରେ ପ୍ରସାରଣ କରାଯାଇଥିଲା। ସୂଚନାଯୋଗ୍ୟ, ୭୦ ବର୍ଷର ଶାସନ ପରେ ବାଜିରାଲଙ୍ଗକର୍ନ ପିତା ରାଜା ଭୂମିବୋଲ ଅଦୁଲ୍ୟାଦେଜଙ୍କ ୨୦୧୬ରେ ମୃତ୍ୟୁ ପରେ ବାଜିରାଲଙ୍ଗକର୍ନଙ୍କୁ ସାମ୍ବିଧାନିକ ଭାବେ ଉକ୍ତ ଆସନରେ ଅଧିଷ୍ଠିତ କରାଯାଇଥିଲା। ୬୬ ବର୍ଷୀୟ ବାଜିରାଲଙ୍ଗକର୍ନ କିଙ୍ଗ ରାମା ଏକ୍ସ ନାମରେ ମଧ୍ୟ ପରିଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଆଡଲ୍ଟ କଣ୍ଟେଣ୍ଟ ଉପରେ ମୋଟା ରକମ ପାଇବାକୁ ଚିନ୍ତା କରୁଛି ୟୁକ୍ରେନ, ଆଣିବ ନୂଆ ଆଇନ

କ୍ୱିଭ,୭।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି; ଦୁଇ ଦେଶ ଦୀର୍ଘ ସମୟ ଧରି ପରସ୍ପର ସହିତ ଲଢୁଛନ୍ତି। ଏହି ବିବାଦ ମଧ୍ୟରେ, ୟୁକ୍ରେନିଆନ ସରକାର…

‘ହର୍ମୁଜ ସେତେବେଳେ ଖୋଲିବ ଯେତେବେଳେ…’: ଆମେରିକା ପାଇଁ ନୂଆ ସର୍ତ୍ତ ରଖିଲା ଇରାନ

ତେହରାନ,୭।୯: ହର୍ମୁଜ ପ୍ରଣାଳୀ ଉପରେ ବିବାଦ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇରାନ ଏହି ପ୍ରଣାଳୀ ଖୋଲିବା ସମ୍ପର୍କରେ ଆମେରିକା ପାଇଁ ଏକ ସର୍ତ୍ତ ରଖିଛି। ଇରାନର…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri