ରାଗିଗଲେ ପ୍ରଧାନମନ୍ତ୍ରୀ: ଖବରଦାତାଙ୍କ ଉପରେ ସାନିଟାଇଜର୍‌ ସିଞ୍ଚିଲେ

ବ୍ୟାଙ୍କକ୍‌,୧୦।୩: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ ସଚା ନିଜ ବ୍ୟବହାରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଖବରଦାତାଙ୍କୁ ଉପରକୁ ରାଗିଯାଇ ସାନିଟାଇଜର୍‌ ସିଞ୍ଚି ଥିଲେ। ଏଠାରେ ପ୍ରଧାନମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳ ବିସ୍ତାର ବିଷୟରେ ପଚରାଯିବାର ସେ ଏତେ ରାଗିଯାଇଥିଲେ ଯେ ନିଜ ଚୌକିରୁ ଉଠି ଖବରଦାତାଙ୍କୁ ଉପରେ ସାନିଟାଇଜର୍‌ ସିଞ୍ଚିବା ଆରମ୍ଭ କରିଥିଲେ। ସୂଚନାଯୋଗ୍ୟ, ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ ଓଚା ପ୍ରତି ସପ୍ତାହରେ ଖବରଦାତା ସମ୍ମିଳନୀ କରନ୍ତି। ଗତ ସପ୍ତାହରେ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏଥିରେ ସେ ପ୍ରଶ୍ନର ଉତ୍ତର ଦେଇଥିଲେ। ଜଣେ ଖବରଦାତା ତାଙ୍କୁ ମନ୍ତ୍ରୀମଣ୍ଡଳ ବାବଦରେ ପଚାରିବାରୁ ସେ ରାଗିଯାଇ କହିଥିଲେ, ତୁମେ ତୁମ କାମ କର, ମୋ ମୋ କାମ କରିବାକୁ ଦିଅ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାକ୍ସିନ୍‌ ନ ନେଲେ ସିମ୍‌ କାର୍ଡ ହେବ ବନ୍ଦ, ସରକାରୀ କର୍ମଚାରୀଙ୍କୁ ମିଳିବନି ଦରମା…

ଇସଲାମାବାଦ୍‌,୨୪।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବିଭିନ୍ନ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଲୋକ ଭାକ୍ସିନ୍‌...

ବିବାଦୀୟ ଦ୍ୱୀପକୁ ରୋହିଙ୍ଗ୍ୟା ସ୍ଥାନାନ୍ତର

କକ୍ସ ବଜାର, ୫।୧୨: ବାଂଲାଦେଶ ସରକାର ଶହ ଶହ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏକ ବିବାଦୀୟ ଦ୍ୱୀପକୁ ସ୍ଥାନାନ୍ତର କରିବା ଆରମ୍ଭ କରିଛନ୍ତି। ବାତ୍ୟା ଓ ବନ୍ୟାପ୍ରବଣ...

ସପ୍ତାହରେ ସଂକ୍ରମଣ ୪୦୩% ବୃଦ୍ଧି

ଜୋହାନ୍ସବର୍ଗ, ୨ା୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭୂତାଣୁର ଓମିକ୍ରନ୍‌ ଭାରିଆଣ୍ଟ ପ୍ରଥମ ଚିହ୍ନଟ ହେବା ପରଠାରୁ ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି। ସପ୍ତାହକ ମଧ୍ୟରେ ସେଠାରେ...

ଚାଇନା-ସୋଲୋମନ ଦ୍ୱୀପପୁଞ୍ଜ ସୁରକ୍ଷା ଚୁକ୍ତି, ଆମେରିକା ସମେତ ୪ ଦେଶର ବଢ଼ିଲା ଚିନ୍ତା…

ବେଜିଂ, ୨୧।୪ : ଆମେରିକା ସମେତ ଅଷ୍ଟ୍ରେଲିଆ, ଜାପାନ ଏବଂ ନ୍ୟୁଜିଲାଣ୍ଡ ଚାଇନା ଏବଂ ସୋଲୋମନ ଦ୍ୱୀପପୁଞ୍ଜ ମଧ୍ୟରେ ପ୍ରସ୍ତାବିତ ସୁରକ୍ଷା ଚୁକ୍ତିକୁ ନେଇ ଉଦ୍‌ବେଗ...

ମହାରାଣୀଙ୍କ କଫିନ୍‌ ନେଇ ଆସୁଥିବା ବିମାନକୁ ରେକର୍ଡ ସଂଖ୍ୟକ ଟ୍ରାକିଂ

ଲଣ୍ଡନ,୧୪।୯: ବ୍ରିଟେନର ସ୍ବର୍ଗତ ରାଣୀ ଏଲିଜାବେଥଙ୍କ ମୃତଦେହ ମଙ୍ଗଳବାର ସାରେ ସ୍କଟଲ୍ୟାଣ୍ଡରୁ ଲଣ୍ଡନରେ ପହଞ୍ଚିଛି। ତାଙ୍କର କଫିନ ବକିଙ୍ଗହମ ପ୍ୟାଲେସରେ ରଖାଯିବ। ରାଣୀ ଏଲିଜାବେଥ କଫିନ...

ନିର୍ଦ୍ଦୋଷ ଥାଇ ୨୩ ବର୍ଷ ଜେଲ୍‌ରେ ରହିଲେ ଏହି ବ୍ୟକ୍ତି, ଏବେ ସରକାର ଗଣିବେ…

ଓ୍ବାଶିଂଟନ,୪।୩: ଆମେରିକାର ଜଣେ ବ୍ୟକ୍ତି ନିର୍ଦ୍ଦୋଷ ହୋଇ ବି ୨୩ ବର୍ଷ ପର୍ଯ୍ୟନ୍ତ ଜେଲ୍‌ରେ ସଜା କାଟିଲେ। ଏବେ ତାଙ୍କୁ ନ୍ୟାୟ ମିଳିଛି। କୋର୍ଟଙ୍କ କହିବା...

୯/୧୧ ଭଳି ଆକ୍ରମଣ ପାଇଁ ପାକ୍‌ର ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୮ା୫(ଆଇଏଏନ୍‌ଏସ୍‌): ପାକିସ୍ତାନ ପାଶ୍ଚାତ୍ୟ ଦେଶଗୁଡ଼ିକ ବିରୋଧରେ ୯/୧୧ ଆକ୍ରମଣ ଭଳି ଆଉ ଏକ ଷଡ଼ଯନ୍ତ୍ର ରଚୁଛି। ପାକିସ୍ତାନ ସମର୍ଥତ୍ତ ହକ୍କାନି ନେଟ୍‌ଓ୍ବର୍କ (ଏଚ୍‌କ୍ୟୁଏନ୍‌) ଇସ୍‌ଲାମିକ୍‌...

ଆମେରିକା ସୁପ୍ରିମକୋର୍ଟର ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ବିଚାରପତି ହେଲେ କେତନଜି ବ୍ରାଉନ ଜ୍ୟାକସନ

ୱାଶିଂଟନ,୮ ।୪: ଇତିହାସ ରଚିଲେ ଜଣେ ଅଣଶ୍ୱେତାଙ୍ଗ ମହିଳା । ଆମେରିକା ସୁପ୍ରିମକୋର୍ଟରେ ପ୍ରଥମ ଅଣଶ୍ୱେତାଙ୍ଗ ମହିଳା ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି କେତନଜି ବ୍ରାଉନ...

Advertisement
Archives

Model This Week