ଠାକୁର ଅଜାସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା

ସାକ୍ଷୀଗୋପାଳ,୧୧ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବକୁଳବନର ଅଧିଶ୍ବର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଜାଭାବେ ପରିଚିତ ଠାକୁର ଅଜାଶ୍ରସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି। ସକାଳୁ ସକାଳୁ ମଙ୍ଗଳ ଆଳତି, ଅବକାଶ, ବାଳଭୋଗ କରାଯାଇଥିଲା। ସ୍ନାନ ମଣ୍ଡପରେ ସଂସ୍କାର ହୋମ କରାଯିବା ପରେ ସେବାୟତ ଦେବରାଜ ପଣ୍ଡା ଓ ବ୍ରଜରାଜ ପଣ୍ଡା ଠାକୁରଙ୍କୁ ପହଣ୍ଡିକରି ସ୍ନାନ ମଣ୍ଡପକୁ ବିଜେ କରିଥିଲେ। ସୁଗନ୍ଧିତ ଜଳକଳସରେ ପୂର୍ଣ୍ଣ ସ୍ନାନ, ନୂତନସ୍ତ୍ର, ଫୁଲହାର, ଟାହିଆ ଲାଗି ଓ ଖେଚୁଡ଼ି ଭୋଗ କରାଯାଇଥିଲା।

ସେହିପରି ଶ୍ରୀସାକ୍ଷୀଗୋପାଳ ଠାକୁର ଓ ଶ୍ରୀରାଧାଙ୍କୁ ରତ୍ନ ସିଂହାସନ ଉପରେ ୯ ଘର ପୁଷ୍ପାଳକ ପୂର୍ଣ୍ଣ ସ୍ନାନ କରିବା ପରେ ରାଜେଶ୍ୱରୀ ଅନୁଷ୍ଠିତ ହୋଇଥିବା ବେଳେ ପତିତପାବନଙ୍କୁ ସ୍ନାନ ମଣ୍ଡପରେ ସ୍ନାନ, ଭୋଗ, ଆଳତି କରାଯାଇଛି। ଦାରୁକ୍ଷେତ୍ର ରାୟଚକ୍ରଧରପୁର, ଅଠାଇଶ, ମୁଳ ଅଳସା ଗ୍ରାମର ତିନିଠାକୁର ଓ ଶୁକଳ ତୃତୀୟ ଦେବ, ବାଲିସାହି, ଅଳଗୁମ, ସାରଙ୍ଗଯୋଡ଼ିରେ ପତିତପାବନ ଦେବଙ୍କ ସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସ୍ନାନମଣ୍ଡପରେ ଦର୍ଶନ ଓ ପୂଜାର୍ଚ୍ଚନା କରିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri