ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍ସବ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୯: ପୁରୀ ତାଳବଣିଆସ୍ଥିତ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଆୟୋଜିତ ଠାକୁର ଅନୁକୁଳଚନ୍ଦ୍ରଙ୍କର ଉତ୍କଳ ଆଗମନକୁ ୧୦୧ ତମ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତାଳବଣିଆସ୍ଥିତ ହେଲିପ୍ୟାଡ଼ରେ ପହଞ୍ଚିବା ପରେ ସୁରକ୍ଷା ବଳୟ ଭିତରେ ତାଙ୍କୁ ସଭାସ୍ଥଳକୁ ନିଆଯାଇଥିଲା। ସେଠାରେ ମୁଖ୍ୟମନ୍ତ୍ରୀ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ ଆହ୍ବାନ ଦେଇଥିଲେ । ସଭାରେ ସାମିଲ ହେବା ସହ ଜୟ ଜଗନ୍ନାଥ, ଜୟଗୁରୁ କହି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣ ରଖିଥିଲେ। ଠାକୁର ଅନୁକୁଳଚନ୍ଦ୍ରଙ୍କ ସ୍ମୃତିଚାରଣ କରିବା ସହ ଠାକୁରଙ୍କ ଭକ୍ତ ସମାଜ ସେବାରେ ଭଲ ଯୋଗଦାନ କରୁଥିବା କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୪ା୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ...

ବିନା ବିଦ୍ୟୁତ୍‌, ଯନ୍ତ୍ରରେ ହେବେ ଜଳ ସେଚନ

ରାଇକିଆ,୨୪।୬(ପ୍ରଦୀପ ବେହେରା): ଚାଷୀଙ୍କୁ ବିନା ବିଦ୍ୟୁତ୍‌ ଏବଂ ଯନ୍ତ୍ରରେ ଜଳ ସେଚନର ସୁବିଧା ମିଳିବ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକ ଗୁମାମହା ପଞ୍ଚାୟତର ବାନ୍ଦା...

ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା...

କର୍ମଚାରୀଙ୍କୁ ପୁରସ୍କୃତ କଲେ ଜିଲାପାଳ

ଛତ୍ରପୁର,୨୪।୬(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା ଜିଲା ମୁଖ୍ୟ କାର୍ଯ୍ୟାଳୟ ଛତ୍ରପୁରଠାରେ ଜିଲା କୋଷାଗାରର ଦୁଇ କର୍ମଚାରୀଙ୍କୁ ୨୦୨୪-ମାର୍ଚ୍ଚ ପୁରସ୍କାର ପୁରସ୍କାର...

ସର୍ପ ଦଂଶନରେ ଚାଲିଗଲା ସାପ ଧରାଳିଙ୍କ ଜୀବନ

ବୀରମହାରାଜପୁର,୨୪।୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ସାପ ଧରାଳି ଜଣକ ଥାନା ଭିତରେ ଲୋକଙ୍କୁ ସାପ ଦେଖାଉଥିବା ବେଳେ...

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ...

ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌, ଚାଷୀଙ୍କୁ ଯୋଗାଇ ଦିଆଯିବ…

ଛତ୍ରପୁର,୨୪ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍‌ ହୋଇଛି। ସୋମବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏହା ପ୍ରକାଶ...

ଦୁଇ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୨୪ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌-୧ ଡ. ଇନ୍ଦୁ ଶର୍ମା ସୋମବାର ଏକ ଗଞ୍ଜେଇ ଚୋରାଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri