ପୁରୁଷୋତ୍ତମପୁର,୨୭ା୧୨(ଡି.ଏନ.ଏ.): ପୁରୁଷୋତ୍ତମପୁର ସହର ଉପକଣ୍ଠରେ ରାଧାକୃଷ୍ଣ ଠାକୁରଙ୍କ ନାମରେ ଥିବା ପ୍ରାୟ ଏକ ଏକରରୁ ଉର୍ଦ୍ଧ୍ୱ ଜମିକୁ ମାଫିଆମାନେ କବଜା କରିନେଇଥିବା ଅଭିଯୋଗ ହୋଇଛି। ଏହି ଜମିକୁ ଜଣେ ବ୍ୟକ୍ତି ତହସିଲରେ ନିଜ ନାମରେ ପଟ୍ଟା କରାଇ ନେଇଥିଲେ। ଗତ କିଛିଦିନ ତଳେ ତାହାକୁ ସେ ବିକ୍ରି ମଧ୍ୟ କରିଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଅଞ୍ଚଳର କେତେଜଣ ବ୍ୟକ୍ତି ଏ ନେଇ ଗଞ୍ଜାମ ଜିଲାପାଳ, ଦେବୋତ୍ତର କମିସନରଙ୍କ ନିକଟକୁ ଯାଇ ଫେରାଦ ହେବେ ବୋଲି ଜଣାପଡିଛି। ଆବଶ୍ୟକ ପଡିଲେ ଅଦାଲତର ଆଶ୍ରୟ ନେଇ ଯେ କୌଣସି ମତେ ଠାକୁର ଜମି ଫେରାଇ ଆଣିବା ଲାଗି ପ୍ରସ୍ତୁତ ହୋଇଛନ୍ତି। ଏ ନେଇ ସବ ରେଜିଷ୍ଟ୍ରର କାଳୀପ୍ରସାଦ ଧଳଙ୍କ ସହ ଯୋଗାଯୋଗ କରିିବାରେ ସେ ଛୁଟିରେ ଅଛନ୍ତି। ଫେରିଲେ ଏହାର ତଦନ୍ତ କରି ସତ୍ୟତା ଥିଲେ ପଦକ୍ଷେପ ନେବେ ବୋଲି କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…
ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…
ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ
ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…
କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ
ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…
ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…
ଟୁରିଷ୍ଟ ବସ୍ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା
କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍ବ ଟୁରିଷ୍ଟ ବସ୍ ବେଆଇନ…
ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ
ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…
ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ
ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…
ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ
ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…
Archives

