ବିଶ୍ରାମ ନେଉଛନ୍ତି ଠାକୁରାଣୀ: ମଙ୍ଗଳବାର ଦେବୀଙ୍କ ନଗର ଭ୍ରମଣ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ଦେବୀଙ୍କ ଆଗମନ ଶାନ୍ତି ଶୃଙ୍ଖଳାର ସହ ସମାପନ ହୋଇଛି। ବ୍ୟାଘ୍ର ଦେବୀଙ୍କୁ କୁଲାଡରୁ ଏକ ବିରାଟ ଶୋଭାଯାତ୍ରାରେ ରବିବାର ଅଣାଯାଇଥିଲା। ରାତି ପ୍ରାୟ ୨ ଟା ସମୟରେ ଦେବୀ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେଇଥିଲେ। ଏହାପରେ ଠାକୁରାଣୀଙ୍କୁ ପୁଣି ଶୋଭାଯାତ୍ରାରେ ଅଣାଯାଇଥିଲା। ସୋମବାର ପ୍ରତ୍ୟୁଷ ପ୍ରାୟ ସାଢ଼େ ୪ ଟାରେ ଦେବୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ବିଶ୍ରାମ ନେଇଥିଲେ। ସୋମବାର ଦେବୀ ବିଶ୍ରାମ ନେଇଥିବା ବେଳେ ମଙ୍ଗଳବାରଠାରୁ ଦେବୀଙ୍କ ନଗର ପରିକ୍ରମା ଆରମ୍ଭ ହେବ। ମଙ୍ଗଳବାର ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରିବା ପରେ ପୁରୁଣା ମେଡିକାଲ ଛକ ପର୍ଯ୍ୟନ୍ତ ଯିବେ। ସେଠାରୁ ପଶ୍ଚିମ ମୁଖା ହୋଇ ପୂରୁଣା ବଜାର ସାହି ହୋଇ ଡେରା ସାହି ଯିବେ ଦେଶୀ ବେହେରାଙ୍କ ବାସଭବନକୁ। ସେଠୀ ଦେବୀ ପୂଜାର୍ଚ୍ଚନା ପାଇବା ପରେ ପୁଣି ଅସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରି ବିଶ୍ରାମ ନେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଆଜି ଯାତ୍ରା କମିଟି ପକ୍ଷରୁ ଦେବୀଙ୍କ ବିଭିନ୍ନ ଦିବସର ନଗର ପରିକ୍ରମା କାର୍ଯ୍ୟକ୍ରମ ପ୍ରକାଶିତ ହୋଇଛି। ଗତକାଲି ଦେବୀଙ୍କ ଆଗମନ ସମୟରେ ସହରରେ ଅସମ୍ଭାଳ ଭିଡ ପରିଲକ୍ଷିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri