୧୮୦ ସ୍ପିଡ୍‌ରେ ପିଟିହେଲା ଅଭିନେତା ଅଜିତଙ୍କ କାର୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୭।୧: ଦୁର୍ଘଟଣାର ଶିକାର ହୋଇଛନ୍ତି ତାମିଲ ଅଭିନେତା ଅଜିତ କୁମାର। ଦୁବାଇର ୨୪ ହାୱାର ରେସ୍ ୨୦୨୫ ପାଇଁ ପ୍ରସ୍ତୁତି କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଏଥିରେ ତାଙ୍କର ବିଶେଷ କିଛି କ୍ଷତି ହୋଇ ନ ଥିବା କୁହାଯାଉଛି।

ଅଜିତ କୁମାର ଦୁବାଇର ୨୪ ହାୱାର ରେସ୍ ୨୦୨୫ ରେ ଭାଗ ନେବାକୁ ପ୍ରସ୍ତୁତ ଅଛନ୍ତି। ତେବେ ମୁଖ୍ୟ ରେସ୍ ପୂର୍ବରୁ ଅଜିତ ମଙ୍ଗଳବାର ଅଭ୍ୟାସ କରିବା କରିବାକୁ ବାହାରିଥିଲେ। କିନ୍ତୁ ଏହି ଅଭ୍ୟାସ ସମୟରେ ସେ ଏତେବଡ଼ ଦୁର୍ଘଟଣାର ଶିକାର ହେବେ ବୋଲି କେହି ଭାବି ନ ଥିଲେ।

ତେବେ ଏହି ଅଭ୍ୟାସ ସମୟର ଭାଇରାଲ୍ ଭିଡିଓ ଦର୍ଶାଉଛି ଯେ ଅଭିନେତା ତାଙ୍କ କାର ଉପରେ ନିୟନ୍ତ୍ରଣ ହରାଇବାକୁଏହି ଦୁର୍ଘଟଣା ଘଟିଛି। ଫଳସ୍ୱରୂପ, କାରଟି ମୁଖ୍ୟ ରାସ୍ତାର କଡରେ ଥିବା କାନ୍ଥରେ ପିଟି ହେବା ପରେ ଟ୍ରାକରେ ଘୁରୁଥିବା ଦେଖିବାକୁ ମିଳିଥିଲା ​​ଯାହା ଏକ ବଡ଼ ଧରଣର ଦୁର୍ଘଟଣାର କାରଣ ହୋଇଥିଲା।ତେବେ ଅଜିତ କୁମାର ଦୁର୍ଘଟଣାରୁ ରକ୍ଷା ପାଇଛନ୍ତି। ଅଭିନେତାଙ୍କ ପ୍ରଶଂସକମାନେ ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରି ଦୁର୍ଘଟଣାର ଭିଡିଓ ସେୟାର କରିଛନ୍ତି।

https://x.com/Akracingoffl/status/1876595602945089585


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri