୧୦ ବର୍ଷ ମଧ୍ୟରେ କୌଣସି ସାକ୍ଷାତକାର ଦେଇ ନ ଥିଲେ ବିଜୟ

ଚେନ୍ନାଇ: ସାଉଥ୍ ସୁପରଷ୍ଟାର ଥାଲାପତି ବିଜୟ ନିଜ ଅଭିନୟ ବଳରେ ଦର୍ଶକଙ୍କ ଖୁବ୍ ନିକଟତର ହୋଇପାରିଛନ୍ତି । ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ବିଷ୍ଟ’ ପାଇଁ ସେ ଏବେ ଚର୍ଚ୍ଚାରେ ଅଛନ୍ତି । ଏହା ବକ୍ସ ଅଫିସରେ ଖୁବ୍ ସଫଳତା ପାଇଛି । ଏବେ ଅଭିନେତାଙ୍କୁ ନେଇ ଆସିଥିବା ଏକ ଖବର ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଗତ ପ୍ରାୟ ୧୦ ବର୍ଷ ହେବ ସେ କୌଣସି ଗଣମାଧ୍ୟମକୁ ଇଣ୍ଟରଭ୍ୟୁ ଦେଇ ନ ଥିବା ଜଣାପଡିଛି । ଆଉ ଏହା ଜାଣିବା ପରେ ତାଙ୍କ ପ୍ରଶଂସକ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ତେବେ ଦୀର୍ଘ ୧୦ ବର୍ଷ ହେବ ସେ କାହିଁକି ଇଣ୍ଟରଭ୍ୟୁ ଦେଇ ନ ଥିଲେ ସେ ସମ୍ପର୍କରେ ବିଜୟ ଖୋଲାଖୋଲି କଥା ହୋଇଛନ୍ତି ।
ବିଜୟ କହିଛନ୍ତି ମୁଁ ସାବଧାନ ରହିବାକୁ ଚାହୁଁଥିଲି । ପୁର୍ବ ଇଣ୍ଟରଭ୍ୟୁରେ ମୁଁ ଯାହା କହିଥିଲି ତାକୁ ଓଲଟା ସିଧା ଭାବେ ଉପସ୍ଥାପନ କରାଯାଇଥିଲା । ଏହାପରଠାରୁ ମୁଁ ସାବଧାନ ହୋଇଯାଇଥିଲି । ସେହି ସାକ୍ଷାତକାର ପରେ ମୋର ପରିଚିତ ବନ୍ଧୁମାନେ ମୋତେ ପଚାରିଥିଲେ ଯେ ମୋ ମୁହଁରେ ଏରୋଗେନ୍ସ ଭାବ କାହିଁକି ଦେଖାଯାଉଛି । ଏମିତିକି ଏହାକୁ ନେଇ ମୋ ଘରଲୋକ ବି ମୋତେ ପ୍ରଶ୍ନ କରିଥିଲେ । ତେଣୁ ମୁଁ କିଛିଦିନ ପାଇଁ ଇଣ୍ଟରଭ୍ୟୁଠାରୁ ଦୂରେଇ ରହିଥିଲି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri