ରାଜନୀତିର ଧମାକାଦାର ଏଣ୍ଟ୍ରି କରିଥିବା ଥଲାପଥି ବିଜୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ସାଉଥ ଚଳଚ୍ଚିତ୍ର ସୁପରଷ୍ଟାର ଜୋସେଫ ବିଜୟ ଚନ୍ଦ୍ରଶେଖର ଓରଫ ବିଜୟ ଥଲାପଥି ତାମିଲ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣେ ବଡ଼ ବ୍ୟକ୍ତିତ୍ୱ। ବଡ ବ୍ଲକବଷ୍ଟର ଫିଳ୍ମ ଦର୍ଶକଙ୍କୁ ଭେଟିଦେବା ପରେ ସେ ବର୍ତ୍ତମାନ ରାଜନୀତିରେ ପ୍ରବେଶ କରିଛନ୍ତି। ବିଜୟଙ୍କ ସଫଳତା ଏବଂ ତାଙ୍କ ଜୀବନଶୈଳୀକୁ ଦେଖିଲେ ନିଶ୍ଚିତ ଭାବରେ ମନରେ ପ୍ରଶ୍ନ ଆସେ ସେ କେତେ ଟଙ୍କା ରୋଜଗାର କରୁଥିବେ।
ବିଜୟଙ୍କ ପାଖରେ ସମୁଦ୍ରକୂଳ ବଙ୍ଗଳା ଠାରୁ ଆରମ୍ଭ କରି ଲକ୍ଷ ଲକ୍ଷ କୋଟି ଟଙ୍କାର ହାଇ ଏଣ୍ଡ କାର ପର୍ଯ୍ୟନ୍ତ ସବୁକିଛି ଅଛି ।

ବିଜୟଙ୍କ ଦ୍ୱାରା ସମୁଦ୍ର କୂଳରେ ନିର୍ମିତ ବଙ୍ଗଳା ହଲିଉଡ ତାରକା ଟମ କ୍ରୁଜଙ୍କ ସମୁଦ୍ରକୂଳ ଘର ଦ୍ୱାରା ଅନୁପ୍ରାଣିତ ହୋଇଛି। ଥାଲାପାଥିଙ୍କୁ ‘ରୋଲ୍ସ ରଏସ ଘୋଷ୍ଟ’ କୁହାଯାଏ। କେବଳ ରୋଲ୍ସ ରଏସ ନୁହେଁ, ଦୁଇଟି ବିଏମଡବ୍ଲୁ ଏସୟୁଭି ସହିତ ତାଙ୍କର ଅନେକ ବିଳାସପୂର୍ଣ୍ଣ କାର ମଧ୍ୟ ଅଛି।
ବିଜୟଙ୍କ ବାର୍ଷିକ ଆୟ ୧୦୦ ରୁ ୧୨୦ କୋଟି। ତାଙ୍କ ଆୟ କେବଳ ଚଳଚ୍ଚିତ୍ରରୁ ନୁହେଁ,ସେ ଅନେକ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ ମଧ୍ୟ କରନ୍ତି। ବିଜୟ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟରୁ ବାର୍ଷିକ ୧୦ କୋଟି ଟଙ୍କା ରୋଜଗାର କରନ୍ତି। ତାଙ୍କ ମୋଟ ସମ୍ପତ୍ତି ୬୦୦ କୋଟିରୁ ଅଧିକ।
ବିଚୟ ଚଳିତ ବର୍ଷ ଫେବୃଆରୀରେ ତାଙ୍କ ପାର୍ଟି ପ୍ରତିଷ୍ଠା କରିଥିଲେ। ତାଙ୍କ ଦଳର ନାମ ହେଉଛି ତାମିଲାଗା ଭେଟ୍ରି କାଜଗାମ (TVK)।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri