ଗରିବଙ୍କ ପାଇଁ ଅନୁଷ୍ଠାନ ଆରମ୍ଭ କରୁଛନ୍ତି ଥଲାପତି ବିଜୟ

ଚେନ୍ନାଇ: ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ଆଗଧାଡିର ନାୟକ ଅଭିନେତା ଥଲାପତି ବିଜୟ ଜୁଲାଇ ୧୫ରେ ଥଲାପତି ବିଜୟ ମକ୍କଲ ଇୟକ୍କମ, ଏକ ଫ୍ୟାନ କ୍ଲବରୁ ଓ୍ବେଲଫେୟାର ସଂସ୍ଥାରେ ବଦଳାଇବାକୁ ଯାଇ ଥଲପତି ବିଜୟ ଅନୁଷ୍ଠାନ ଆରମ୍ଭ କରିବାକୁ ଯାଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅଭିନେତା ଜୁଲାଇ ୧୫ରେ ତାମିଲନାଡୁର ୨୩୪ ନିର୍ବାଚନ ମଣ୍ଡଳୀରେ ଥଲପତି ବିଜୟ ଅନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ ହୋଇଯାଇଛନ୍ତି, ଯାହାକି ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ କାମରାଜଙ୍କ ଜୟନ୍ତି। ସେ କାମରାଜ ନାମରେ ବେଶ ପରିଚିତ। କୁହାଯାଉଛି କି ବିଜୟଙ୍କ ଏହି କାମ ଗରିବ ଛାତ୍ରଙ୍କୁ ଶିକ୍ଷା ପ୍ରଦାନ କରିବାରେ ସାହାଯ୍ୟ କରିବ।

ଅଫିସିୟାଲି କୁହାଯାଇଛି ଯେ ଅଭିନେତାଙ୍କ ସାମାଜିକ ଯୋଜନା ଦିନକୁ ଦିନ ଲୋକପ୍ରିୟ ହେବାରେ ଲାଗିଛି। ଏହାପୂର୍ବରୁ ଜୁନ ମାସରେ ତାମିଲ ସିନେମା ଇଣ୍ଡଷ୍ଟ୍ରିର ଅନ୍ୟତମ ଲୋକପ୍ରିୟ ଅଭିନେତା ଥଲାପତିଙ୍କ ୪୯ତମ ଜନ୍ମଦିନ ଉତ୍ସବରେ ମଦୁରାଇରେ ପ୍ୟାକ ହୋଇଥିବା ପ୍ରେକ୍ଷାଳୟ, ବିରାଟ କେକ କାଟିବା ସମାରୋହ ଏବଂ ଗରୀବ ଲୋକଙ୍କୁ ଖାଇବାକୁ ଦିଆଯାଇଥିଲା । ତାମିଲନାଡୁର ସମସ୍ତ ଜିଲ୍ଲାରୁ ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷାର ଟପର୍ସଙ୍କୁ ଉତ୍ସାହିତ କରିବାର କିଛି ଦିନ ପରେ ବିଜୟ ରାଜନୀତିରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ଆରମ୍ଭ ହୋଇଥିଲା। ମଦୁରାଇର କାଲାଭାସାଲ ଅଞ୍ଚଳର ଏକ ଘରୋଇ ଥିଏଟରରେ ବହୁ ସଂଖ୍ୟାରେ ଏକାଠି ହୋଇଥିବା ତାଙ୍କ ପ୍ରଶଂସକମାନେ ଥିଏଟର କର୍ମଚାରୀଙ୍କ ସହ ୫୦କିଲୋଗ୍ରାମ କେକ କାଟିଥିଲେ। କେକ ଉପରେ ଏକ ବାର୍ତ୍ତା ଲେଖାଯାଇଥିଲା, ‘ବିଜୟ ୨୦୨୬ରେ ତାମିଲନାଡୁରେ ଶାସନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri