ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨ ତାରିଖରେ ଜିଲାରେ ୮୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଳାହାଣ୍ଡିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୯୧ ରେ ପହଞ୍ଚତ୍ଛି। ସେପଟେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଭବାନୀପାଟଣା ସହରରେ ଗତ ୧୨ ତାରିଖରୁ ଆଜି ୧୩ ତାରିଖ ଦୁଇଦିନିଆ ଘର ଘର ବୁଲି ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri