Posted inଜାତୀୟ

‘ମୋତେ ବିଶ୍ୱାସ କରିଥିବାରୁ ହୃଦୟରୁ ଧନ୍ୟବାଦ’

ଚଣ୍ଡିଗଡ,୬।୨: ପଞ୍ଜାବ ବିଧାନସଭା ପୂର୍ବରୁ ରାଜ୍ୟରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ରବିବାର ଘୋଷଣା କରିଛି। ପଞ୍ଜାବର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନି ରାଜ୍ୟରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଦଳର ନେତା ରାହୁଲ ଗାନ୍ଧୀ ଘୋଷଣା କରିଛନ୍ତି। ଏହା ପରେ ଚନ୍ନି କଂଗ୍ରେସ ହାଇକମାଣ୍ଡ ଏବଂ ପଞ୍ଜାବର ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପଞ୍ଜାବର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ମୋତେ ବିଶ୍ୱାସ କରିଥିବାରୁ ମୁଁ କଂଗ୍ରେସ ହାଇକମାଣ୍ଡ ଏବଂ ପଞ୍ଜାବର ଲୋକଙ୍କୁ ହୃଦୟରୁ ଧନ୍ୟବାଦ ଦେଉଛି। ଯେହେତୁ ଆପଣ ଗତ ୧୧୧ ଦିନ ମଧ୍ୟରେ ପଞ୍ଜାବକୁ ଆଗକୁ ନେବା ପାଇଁ ଆମକୁ ଏତେ ପରିଶ୍ରମ କରୁଥିବା ଦେଖିଛନ୍ତି, ପଞ୍ଜାବକୁ ପ୍ରଗତି ପଥରେ ଆଗେଇ ନେବାକୁ ମୁଁ ଆପଣମାନଙ୍କୁ ଆଶ୍ୱାସନା ଦେଉଛି।
କଂଗ୍ରେସ ଦ୍ୱାରା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ବେଳେ ଦଳର ନେତା ନବଜୋତ ସିଂ ସିଦ୍ଧୁ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ପରେ ଚନ୍ନି ଉଠି ସିଦ୍ଧୁଙ୍କୁ କୋଳାଗ୍ରତ କରିଥିଲେ। ସିଦ୍ଧୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରବଳ ଦାବିଦାର ଥିଲେ। କିନ୍ତୁ ହାଇକମାଣ୍ଡ ଚନ୍ନିଙ୍କ ଉପରେ ଭରସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧିନତାର ମହାପର୍ବ ସହ ଆରମ୍ଭ ହେବ ‘କୌନ ବନେଗା କରୋଡପତି’ର ନୂଆ ସିଜନ

ମୁମ୍ବାଇ,୨୪ ।୭: ଟେଲିଭିଜନ ଦୁନିଆର ସବୁଠାରୁ ଆକର୍ଷିତ କ୍ୱିଜ ରିୟଲିଟି ଶୋ’ ‘କୌନ ବନେଗା କରୋଡପତି’ ବେଶ କିଛିବର୍ଷ ହେବ ଦର୍ଶକଙ୍କ ମନୋରଞ୍ଜନ କରି ଆସିଛି...

ତଦନ୍ତ ପାଇଁ କମିଶନ ଗଠିତ

ଲକ୍ଷ୍ନୌ,୧୩।୭: ଏନ୍‌କାଉଣ୍ଟରରେ ପୋଲିସ ଗୁଳିର ଶିକାର ହୋଇ ପ୍ରାଣ ହରାଇଥିବା ଉତ୍ତରପ୍ରଦେଶ କାନପୁରର ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେ ଘଟଣାର ତଦନ୍ତ କରାଯିବ। ଜଣିକିଆ କମିଶନ ଏହାର...

ଲିଭ୍‌ ଇନରେ ରହିବାର କରୁଣ ପରିଣତି: ହତ୍ୟା ପରେ ମୃତଦେହକୁ ଆରିରେ କାଟି ପ୍ରେସର କୁକରରେ ସିଝାଇଲେ…

ମୁମ୍ବାଇ,୮।୬ : ଦିଲ୍ଲୀର ଶ୍ରଦ୍ଧା ୱାକର ହତ୍ୟା ମାମଲା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ବର୍ତ୍ତମାନ ମୁମ୍ବାଇରେ ମଧ୍ୟ ହୃଦୟ ବିଦାରକ ମାମଲା ସାମ୍ନାକୁ...

ବିବିସି ଡକ୍ୟୁମେଣ୍ଟାରୀ ନେଇ ଭାଜପାକୁ ଟାର୍ଗେଟ କଲା କଂଗ୍ରେସ, ମୋଦିଙ୍କୁ ରାଜଧର୍ମ ପାଳନ କରିବାକୁ କହିଥିଲେ ବାଜପେୟୀ…

ନୂଆଦିଲ୍ଲୀ,୨୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିବିସିର ଏକ ଡକ୍ୟୁମେଣ୍ଟାରୀକୁ ସେନ୍ସର କରିଥିବାରୁ କଂଗ୍ରେସ ଶନିବାର କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛି। ଦଳ ପ୍ରଶ୍ନ...

ଗିରଫ ହେଲେ କନ୍ନଡ ଅଭିନେତା ଚେତନ କୁମାର

ମୁମ୍ବାଇ,୨୧।୩: କନ୍ନଡ ଚଳଚ୍ଚିତ୍ର ଅଭିନେତା ଚେତନ କୁମାର କିଛି ନା କିଛି ଖବରକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହି ସମୟରେ ଚେତନ କୁମାରଙ୍କ ବିଷୟରେ ବଡ...

କଂଗ୍ରେସକୁ ପୁଣି ଫେରିବେ କି ସଚିନ

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ...

ସୁରକ୍ଷା ପ୍ରତିଶ୍ରୁତି ଦେଲେ ମମତା: ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଡାକ୍ତର ରାଜି

କୋଲକାତା,୧୭ା୬(ପି.ଟି.) ପଶ୍ଚିମବଙ୍ଗରେ ୨ ଜଣ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ସପ୍ତାହେ ହେଲା ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କ ପାଇଁ...

ନୀତୀଶଙ୍କ ପରେ ଏବେ ଭାଜପା ଟାର୍ଗେଟରେ ଚିରାଗ

ପାଟନା,୨ ।୩: ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ବିହାର ବିଧାନସଭା ନିର୍ବାଚନରେ ହାରିବା ପରେ ଦଳର ଅଧ୍ୟକ୍ଷ ଚିରାଗ ପାଶୱାନ ଅସୁବିଧାରେ ପଡି ଯାଇଛନ୍ତି । କାରଣ...

Advertisement
Archives

Model This Week