Posted inଜାତୀୟ

ଦଳ ବଦଳ କରି ମୁଁ କୌଣସି ଇତିହାସ ସୃଷ୍ଟି କରିନାହିଁ: ବାବୁଲ ସୁପ୍ରିୟୋ

କୋଲକତା,୧୯।୯: ରାଜନୀତିରୁ ଅବସର ଘୋଷଣା କରିବା ପରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିବା ଭାରତୀୟ ଜନତା ପାର୍ଟିର ପୂର୍ବତନ ନେତା ବାବୁଲ ସୁପ୍ରିୟୋ ରବବାର ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଦଳ ପରିବର୍ତ୍ତନ କରି କୌଣସି ଇତିହାସ ସୃଷ୍ଟି କରୁନାହିଁ। ଏହା ପୂର୍ବରୁ ମଧ୍ୟ ଅନେକ ବଡ ନେତା ଦଳ ପରିବର୍ତ୍ତନ କରିଛନ୍ତି। ‘ପ୍ଲେଇଙ୍ଗ୍‌-୧୧’ ଟିମ୍‌ରେ ମୋତେ ସୁଯୋଗ ଦେଇଥିବାରୁ ମୁଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଅଭିଷେକ ବାନାର୍ଜୀଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ସୋସିଆଲ ମିଡିଆରେ ଟ୍ରୋଲ ହେବା ବିଷୟରେ ଜାଣିଛି ଏବଂ ଏହାର ସାମ୍ନା କରିବାକୁ ପ୍ରସ୍ତୁତ ଅଛି ବୋଲି ସେ କହିଚନ୍ତି।
ସେ ଆହୁରି କହିଛନ୍ତି ଯେ ମୁଁ ଗତ ସାତ ବର୍ଷ ଧରି ରାଜନୀତିରେ ଅଛି ଏବଂ ଏଠାରେ ମଧ୍ୟ ଭଲ କରିବା ପାଇଁ ମୋର ଚେଷ୍ଟା କରିବି। ମୁଁ ଭାବିଲି ଟିଏମସିରେ ଯୋଗଦେବା ଜନ କଲ୍ୟାଣ ପାଇଁ ଏକ ଭଲ ସୁଯୋଗ। ମୁଁ ଆସନସୋଲର ଜଣେ ଏମ୍‌ପି, ମୁଁ ବୁଧବାର ଦିଲ୍ଲୀ ଯିବି, ଯଦି ବାଚସ୍ପତି ମୋତେ ସମୟ ଦିଅନ୍ତି, ତେବେ ମୁଁ ସେହି ଦିନ ଏହି ପଦରୁ ଇସ୍ତଫା ଦେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ

ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ...

ମହାପଞ୍ଚାୟତ ପୂର୍ବରୁ ଶାହାରନପୁରରେ ୧୪୪ ଧାରା

ଶାହାରନପୁର,୧୦।୨: ଉତ୍ତରପ୍ରଦେଶ ଶାହାରନପୁରରେ ବୁଧବାର କୃଷକ ମହାପଞ୍ଚାୟତ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ସୁରକ୍ଷା ଦୃଷ୍ଟିରୁ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ମହାପଞ୍ଚାୟତରେ...

‘ନିଜ ଇଗୋକୁ ଅଲଗା ରଖିବା ଉଚିତ’: ଉଦ୍ଧବଙ୍କୁ ଟାର୍ଗେଟ କଲେ ଶିନ୍ଦେ

ମୁମ୍ବାଇ,୨୬ ।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶନିବାର ପୁଣିଥରେ ତାଙ୍କର ପୂର୍ବତନ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରିଛନ୍ତି...

୨୦୧୪ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ଦାୟୀ ସୋନିଆ-ମନମୋହନ

ନୂଆଦିଲ୍ଲୀ,୧୨।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ଆତ୍ମଜୀବନୀ ପୁସ୍ତକ ‘ଦ ପ୍ରେସିଡ଼େନ୍ସିଆଲ୍‌ ଇୟର’ରେ ଉଲ୍ଲେଖ କରାଯାଇଥିବା ତଥ୍ୟ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା...

ଆମ ଭାଇମାନଙ୍କୁ ଆମେ ଦେବୁ ସୁରକ୍ଷା: ଷ୍ଟାଲିନ…

ଚେନ୍ନାଇ,୪।୩ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଶନିବାର ବିହାରବାସୀଙ୍କ ଉପରେ ହୋଇଥିବା ଆକ୍ରମଣ ନେଇ କହିଛନ୍ତି ଯେ ପ୍ରବାସୀ ଶ୍ରମିକମାନେ ଭୟଭୀତ ହେବାର ଆବଶ୍ୟକତା...

ମୁକ୍ତ, ଅବାଧ ଇଣ୍ଟରନେଟ ଆକ୍ରମଣର ସମ୍ମୁଖୀନ: ପିଚାଇ

ନୂଆଦିଲ୍ଲୀ, ୧୩।୭: ମୁକ୍ତ ଓ ଅବାଧ ଇଣ୍ଟରନେଟ ବିଭିନ୍ନ ଦେଶରେ ଆକ୍ରମଣର ସମ୍ମୁଖୀନ ହୋଇଥିବା ଗୁଗଲ୍‌ ସିଇଓ ସୁନ୍ଦର ପିଚାଇ କହିଛନ୍ତି। ଅଧିକାଂଶ ଦେଶ ତଥ୍ୟ...

ଓମିକ୍ରନରୁ ରକ୍ଷା କରିବ ଏହି ଏକମାତ୍ର ଉପାୟ

ନୂଆଦିଲ୍ଲୀ,୨୪ା୧୨: ଛଅ ମାସ ମଧ୍ୟରେ ଡିସେମ୍ବର ୨୨ରେ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ଚିନ୍ତା ବଢ଼ିବାରେ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୮।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୮...

Advertisement
Archives

Model This Week