ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍କୁ ଧକ୍କା ଦେଇଛି ଥର୍। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଥର୍ ଗାଡ଼ି ଜବତ, ଡ୍ରାଇଭର୍ ଫେରାର୍ ହୋଇଯାଇଛନ୍ତି।
ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍କୁ ଧକ୍କା ଦେଇଛି ଥର୍। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଥର୍ ଗାଡ଼ି ଜବତ, ଡ୍ରାଇଭର୍ ଫେରାର୍ ହୋଇଯାଇଛନ୍ତି।
ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...
ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧ ଲକ୍ଷ ୫୪...
ଓ୍ବାଶିଂଟନ୍,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...
ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...
ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...
ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...
ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...
ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...