ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଥର୍‌ ଗାଡ଼ି ଜବତ, ଡ୍ରାଇଭର୍‌ ଫେରାର୍‌ ହୋଇଯାଇଛନ୍ତି।

Dharitri – Odisha’s No.1 Odia Daily