Posted inଫୁରସତ

ନଦୀ ପାର ହେବାକୁ ଷଣ୍ଢ କଲା ଏମିତି, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏକ ମଜାଳିଆ ଭିଡିଓ ଭାଇରାଲ ହେଉଛି। ଯାହା ଆଗରୁ କେବେ ଦେଖି ନ ଥିବେ। ଭାଇରାଲ ଭିଡିଓରେ ଏକ ଷଣ୍ଢ ଏପରି ଭାବରେ ନଦୀ ପାର ହେଉଛି, ଦେଖିଲେ ଆଖି ଲାଖିଯିବ। ଏକ ନଦୀ ପାର ହେବାକୁ ଷଣ୍ଢଟି ଯାଇ ନଦୀକୂଳରେ ଠିଆ ହେଉଛି। ହଠାତ୍‌ ଏମିତି କୁଦା ମାରୁଛି ଯେ, ନଦୀର ଅପରପାର୍ଶ୍ୱରେ ପହଞ୍ଚିଯାଉଛି। ଭିଡିଓ ଦେଖିଲେ ହସିହସି ଗଡ଼ିବେ।

 

ଭିଡିଓଟିକୁ ଆଇପିଏସ୍‌ ଅଧିକାରୀ ଦୀପାଂଶୁ କାବ୍ରା ତାଙ୍କ ଟୁଇଟର ପେଜ୍‌ରେ ଶେୟାର କରିଛନ୍ତି। ଭିଡିଓରେ ସେ କ୍ୟାପଶନ ଲେଖିଛନ୍ତି, ମୁଁ ମୋ ସୀମା ସ୍ଥିର କରିଛି। ଯଦି ତୁମେ ସ୍ଥିର କରିଛ, ତେବେ ପ୍ରତ୍ୟେକ ବାଧାବିଘ୍ନ ଗୋଟିଏ କୁଦାରେ ଅତିକ୍ରମ କରିପାରିବ। ୫ ସେକେଣ୍ଡର ଏହି ଭିଡିଓରେ ଦେଖିବେ, ଷଣ୍ଢଟି ପବନ ବେଗରେ ଡେଇଁ ନଦୀ ପାର ହେଉଛି। ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବ।

ଭିଡିଓଟି ଖୁବ୍‌ ଭାଇରାଲ ହେଉଛି। ବର୍ତ୍ତମାନ ସୁଦ୍ଧା ଏହାକୁ ୧୭ ହଜାରରୁ ଅଧିକ ଲୋକ ଦେଖି ସାରିଲେଣି। ଭିଡିଓରେ ୟୁଜରମାନେ ବେଶ୍‌ ଭଲ ମନ୍ତବ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ସଂକଳ୍ପ ପୂରଣ କରିବାକୁ ସାମର୍ଥ୍ୟ ଜରୁରୀ ଆବଶ୍ୟକତା। ଆଉ ଜଣେ ୟୁଜର ଲେଖିଛନ୍ତି, ବିଜୟ ପାଇଁ ସଂକଳ୍ପ ନେବା ଦରକାର। ତା’ହେଲେ ବିଜୟ ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri