Posted inଫୁରସତ

ଶୋଷ ଲାଗିବାରୁ ବିଲେଇ କରୁଛି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇକି ଦେଖିବାକୁ ମିଳୁଛି। ବିଲେଇକୁ ଶୋଷ ଲାଗୁଥିବା ବେଳେ ସେ ପାଇପ୍‌ ପାଖରେ ଛିଡ଼ା ହେଉଛି। ଜଣେ ବ୍ୟକ୍ତି ଆସି ଟ୍ୟାପ ଖୋଲିବାରୁ ସେ ପାଣି ପିଇ ଚାଲିଯାଉଛି। ଭିଡିଓକୁ ଡ. ଏମ୍‌ ଭି ରାଓ ଆଇଏଏସ୍‌ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକୁ ଯିବାକୁ ମହିଳା ବନ୍ଧୁ ଖୋଜୁଛନ୍ତି ଜାପାନର ଯୁବକ

ଟୋକିଓ,୧୩।୧: ଜାପାନର ଜଣେ କୋଟିପତି ଯୁବକ ୟୁସାକୁ ମାଏଜାଓ୍ବା ତାଙ୍କ ସହ ଚନ୍ଦ୍ରକୁ ଯିବାକୁ ଜଣେ ମହିଳା ସାଥି ବା ଗର୍ଲ ଫ୍ରେଣ୍ଡ ଖୋଜୁଥିବା ସୂଚନା...

ନର୍କର ଦ୍ୱାର

ବର୍ତ୍ତମାନ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ମଣିଷ ଅନେକ ଅସମ୍ଭବ ମନେ ହେଉଥିବା କାର୍ଯ୍ୟକୁ ସମ୍ଭବ କରି ଦେଖାଉଛି। ହେଲେ ଏବେବି ପୃଥିବୀରେ ଏଭଳି ଅନେକ...

ରୋଜ ଡେ’: ଟୁଇଟରରେ ବ୍ୟାଚେଲର କହିଲେ ‘ଅଚ୍ଛେଦିନ ଆୟେଗା’

ନୂଆଦିଲ୍ଲୀ: ଫେବୃୟାରୀ ୧୪ରେ ପାଳନ କରାଯାଉଛି ଭାଲେଣ୍ଟାଇନ୍‌ ଡେ’। ଆଉ ଏବେଠାରୁ ଆରମ୍ଭ ହେଲାଣି ଏହାର ପୂର୍ବ ପ୍ରସ୍ତୁତି। ଫେବୃୟାରୀ ୭ରେ ପାଳନ କରାଯାଉଛି ରୋଜ୍‌...

ସଫଳତା ପରେ ହିଁ ବାସ୍ତବ ସଂଘର୍ଷ

ମନର ଭାବକୁ ଶବ୍ଦର ରୂପ ଦେବା ମଣିଷଟିଏ ହେଉଛନ୍ତି ଗୀତିକାର ଅରୁଣ ମନ୍ତ୍ରୀ। ତାଙ୍କ ଲିଖିତ ପ୍ରଥମ ଭଜନ ‘ତୁଳସୀ କ୍ଷେତ୍ରରେ ବଳଦେବ ଖ୍ୟାତ’କୁ ଭଜନ...

ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍‌ ଟାଓ୍ବାର

ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍‌। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର...

୧ ଘଣ୍ଟାରେ ତିଆରି କଲେ ୨୪୯କପ୍‌ ଚା

ଦକ୍ଷିଣ ଆମେରିକାର ଇନଗର ଭାଲେଣ୍ଟିନ୍‌ ଚା’କୁ ନେଇ କରିଛନ୍ତି ଏକ ଅଜବ ରେକର୍ଡ। ସେ ଏକ ଘଣ୍ଟାରେ ୨୪୯ କପ୍‌ ଚା ତିଆରି କରି ଏହି...

ମହିଳାଙ୍କ ମୁଣ୍ଡ ଭିତରେ ପକ୍ଷୀବସା, କାରଣ ଜାଣିଲେ…

ଜଣେ ମହିଳା ତାଙ୍କ କେଶ ଭିତରେ ପକ୍ଷୀର ବସା ତିଆରି କରିଛନ୍ତି। ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ। ବନ୍ଧୁତା ଏମିତି ଏକ ଶବ୍ଦ, ଯାହାର କଳନା...

ଦୁନିଆର ସବୁଠାରୁ ଏକାକି ମହିଳା: ୭୬ ବର୍ଷ ଧରି ଜଙ୍ଗଲରେ ବିତାଉଛନ୍ତି ଜୀବନ

ଏକାକୀ ରହିବା ଯେକୌଣସି ମଣିଷ ପାଇଁ ସବୁଠାରୁ କଷ୍ଟକର କାର୍ଯ୍ୟ, ହେଲେ ସାଇବେରିଆର ଏକ ଜଙ୍ଗଲରେ ରୁହନ୍ତି ଦୁନିଆର ଏକମାତ୍ର ଏକାକି ମହିଳା। ତାଙ୍କର କୌଣସି...

Advertisement
Archives

Model This Week