Posted inଫୁରସତ

ମହିଳାଙ୍କୁ ଦେଖି କୁକୁର କରୁଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମହିଳାଙ୍କ ସହ କୁକୁରକୁ ଦେଖିବାକୁ ମିଳୁଛି। ମହିଳାଙ୍କୁ କୁକୁରଟି ଅନୁସରଣ କରୁଛି। ମହିଳା ଯୋଗ କରିବା ପାଇଁ ମ୍ୟାଟ୍‌ ପକାଉଥିବା ବେଳେ କୁକୁର ମଧ୍ୟ ସେପରି କରୁଛି। ପରେ ମହିଳା ଜଣଙ୍କ ଯେଉଁପରି ଭାବେ ଯୋଗ କରୁଛନ୍ତି କୁକୁର ମଧ୍ୟ୍‌ ଠିକ୍‌ ସେହି ପରି କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ବନ୍ୟା କ୍ଷୟକ୍ଷତି ପରଖିଲା ୮ ଜଣିଆ କେନ୍ଦ୍ରୀୟ ଟିମ୍: ପୁରୁଷୋତ୍ତମପୁରରେ ବୁଲି ଦେଖିଲେ ବିପର୍ଯ୍ୟୟର ବାସ୍ତବ ଚିତ୍ର

ପୁରୁଷୋତ୍ତମପୁର,୪।୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟାରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ…

ମୋହନଙ୍କୁ ଚିଠି ଲେଖିଲେ ନବୀନ, ଓଡ଼ିଶାର ଅଖଣ୍ଡତା ପାଇଁ ତୁରନ୍ତ…

ଭୁବନେଶ୍ୱର,୪ା୧୧: କୋଟିଆକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳନେତା ନବୀନ ପଟ୍ଟନାୟକ। ୨୦୨୪ ଭାଜପାର ଇସ୍ତାହାର ମନେ…

ଆଉଟ୍ ହେବା ପରେ ଏଭଳି ଇସାରା ଦେଲେ ବିରାଟ, ଅବସର ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ବିରାଟ କୋହଲିଙ୍କ ଦମ୍‌ଦାର ବ୍ୟାଟିଂ ବଳରେ ଭାରତ ୫ ୱିକେଟ୍‌ରେ ବିଜୟୀ ହୋଇଛି । ମାତ୍ର ୫୧ ବଲ୍‌ରେ ୧୩ଟି…

ଦୀପାବଳି ପୂର୍ବରୁ ଝଟକା; ମହଙ୍ଗା ହେଲା ଚିନି, ମାସକରେ ବଢ଼ିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୪।୧୧: ପାର୍ବଣ ଋତୁରେ ଚିନିର ଯୋଗାଣ ବଢ଼ାଇବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ ମଧ୍ୟ ଖୁଚୁରା ଓ ପାଇକାରୀ ବଜାରରେ ଚିନି ଦର ବୃଦ୍ଧି ପାଇଛି…

ଡଲାବାଡ଼ିକୁ ପାନୀୟ ଜଳ ଯୋଗାଣ ଦାବିରେ ଏକାଠି ହେଲେ ଗ୍ରାମବାସୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ…

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଡଲାବାଡ଼ି ଗ୍ରାମରେ ସୋଲାର ଚାଳିତ ବୋରିଂ ଓ ପାଣି ଟାଙ୍କି ନିର୍ମାଣ କରି ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ…

ଧନତେରସରେ ଲକ୍ଷ୍ମୀ ନାରାୟଣ ରାଜଯୋଗ: ୩ ରାଶିକୁ ଫାଇଦା ହିଁ ଫାଇଦା, ପ୍ରଚୁର ଧନଲାଭ!

ଧନତେରସର ପର୍ୱ ଏଥର ଜ୍ୟୋତିଷୀୟ ଦୃଷ୍ଟିକୋଣରୁ ମଧ୍ୟ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଜ୍ୟୋତିଷ ଗଣନା ଅନୁଯାୟୀ, ଏହି ଅବସରରେ ବୁଧ ଏବଂ ଶୁକ୍ରଙ୍କ ଯୁତି ଫଳରେ…

ଆସୁଛି ଦୀପାବଳି: ଜନବସତି ଭିତରେ ବେଆଇନ ବାଣ କାରଖାନା, ପ୍ରଶାସନିକ ଅନୁମତି ବିନା ଚାଲିଛି ବାଣ ଭିଡ଼ା

ମହାକାଳପଡ଼ା,୪ା୧୧(ପ୍ରତାପ ): ଆସୁଛି ଆଲୋକର ପର୍ବ ଦୀପାବଳି। ଖୁସି ଓ ଉତ୍ସାହର ଏହି ପରିବେଶ ଭିତରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚିନ୍ତାଜନକ ସ୍ଥିତି…

ବିରାଟଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ; ୫ ୱିକେଟ୍‌ରେ ହାରିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତର ଦମ୍‌ଦାର ବିଜୟ ହୋଇଛି । ବୁଧବାର ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା ମ୍ୟାଚ୍‌ରେ ଡକ୍‌ୱର୍ଥ-ଲୁଇସ୍‌-ଷ୍ଟର୍ନ (DLS) ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?