Posted inଫୁରସତ

ଯାଆଁଳା ଭଉଣୀଙ୍କ ସହ ଘଟିଲା ଏମିତି, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ଦୁନିଆରେ କିଛି ଜିନିଷ ଅଚାନକ ଘଟିପାରେ। କିନ୍ତୁ ବେଳେବେଳେ କିଛି ଘଟଣା ଏମିତି ଘଟେ, ଯାହାକୁ ସହଜେ ବିଶ୍ୱାସ କରି ହୁଏ ନାହିଁ। ଆମେରିକାର ଅରେଞ୍ଜ୍‌ କାଉଣ୍ଟିରେ ଏପରି ଏକ ଘଟଣା ଘଟିଛି।
ନିକଟରେ ଜିଲ ଜଷ୍ଟିନିଆନି ଏବଂ ଏରିନ ଚେପ୍ଲାକ ନାମକ ଦୁଇ ଯାଆଁଳା ଭଉଣୀଙ୍କ ଗୋଟିଏ ଡାକ୍ତରଖାନାରେ, ଗୋଟିଏ ଦିନରେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଜିଲ ଏବଂ ଏରିନଙ୍କ ଜୀବନରେ ଏହି ସୁଖ ପ୍ରାୟ ଚାରି ଘଣ୍ଟା ମଧ୍ୟରେ ଆସିଥିଲା। ଡାକ୍ତରଖାନାର ରେକର୍ଡ ଅନୁଯାୟୀ, ଉଭୟ ଶିଶୁ (ବାଳକ) ସମାନ ଓଜନ ଏବଂ ଉଚ୍ଚତା ସହିତ ଜନ୍ମ ହୋଇଥିଲେ। ଉଭୟ ପିଲାଙ୍କ ଓଜନ ପାଖାପାଖି ୭ ପାଉଣ୍ଡ ଏବଂ ଜନ୍ମ ସମୟରେ ସେମାନଙ୍କର ଉଚ୍ଚତା ୨୦ ଇଞ୍ଚ ରହିଛି।
ଏହି ଦୁଇ ଭଉଣୀ କହିଛନ୍ତି, ଆମେ ସବୁବେଳେ ପରସ୍ପରର ନିକଟତର ହୋଇ ରହିଛୁ। ଆମେ ବର୍ତ୍ତମାନ ପର୍ଯ୍ୟନ୍ତ ସମାନ ଜୀବନ ବିତାଇଛୁ। ସେଥିପାଇଁ ଜୀବନର ଏହି ଗୁରୁତ୍ୱପୂର୍ଣ୍ଣ ଅବସ୍ଥାକୁ ମଧ୍ୟ ସମାନ କରିବା ପାଇଁ ନିଷ୍ପତ୍ତି ନେଇଥିଲୁ। ସୌଭାଗ୍ୟବଶତଃ ମା’ ହେବାର ଖୁସି ମଧ୍ୟ ଗୋଟିଏ ସମୟରେ ଆସିଛି। ଗର୍ଭାବସ୍ଥାର ପ୍ରତ୍ୟେକ ପର୍ଯ୍ୟାୟରେ ଆମେ ଦୁହେଁ ପରସ୍ପରକୁ ସମର୍ଥନ କରିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri