Posted inଫୁରସତ

ଅଦା ଖାଇ ମାଙ୍କଡ଼ ହେଉଛି ଏପରି, ମୁହଁକୁ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ୩ ମାଙ୍କଡକୁ ଦେଖିବାକୁ ମିଳୁଛି। ପରେ ସେମାନେ ଏକ ଅଦାକୁ ଆଣୁଛନ୍ତି। ଏହାକୁ ଗୋଡ଼ରେ ଭାଙ୍ଗି ଜଣେ ଖାଇବାକୁ ଲାଗୁଛନ୍ତି। ହେଲେ ଅଦାର ସ୍ବାଦ ଜାଣିବା ପରେ ସେ ଏହାକୁ ଫୋପାଡି ଦେଉଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନରଞ୍ଛ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

 ଦୌଡରେ ସାମିଲ ହେଲେ ୫୦ ହାତୀ: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ହାତୀପଲ ଦୌଡରେ...

ପିପିଇ କିଟ୍‌ ସିଲେଇ କରୁଛନ୍ତି ୯ ବର୍ଷର ଝିଅ

ସେରେମ୍ବାନ୍‌: କରୋନା ଯୁଦ୍ଧରେ କୋଭିଡ୍‌ ଯୋଦ୍ଧାଙ୍କୁ ଲୋକେ ସମ୍ମାନ ଜଣାଇବାକୁ ସବୁଆଡ଼େ କୁହାଯାଉଛି। ତେବେ ଏହି କୋଭିଡ୍‌ ଯୋଦ୍ଧାଙ୍କ ମଧ୍ୟରେ ଜଣେ ୯ ବର୍ଷର ଝିଅ...

ସାବଧାନ! ହେଲ୍‌ମେଟ ଘରକୁ କରୋନା ଆଣୁନାହିଁ ତ

ଆପଣଙ୍କ ହେଲମେଟ ଘରକୁ କରୋନା ଭାଇରସ୍‌ ଆଣୁ ନାହିଁ ତ? ଏହି ପ୍ରଶ୍ନ ଶୁଣି ଆପଣ ଟିକେ ଅଜବ ଅନୁଭବ କରିପାରନ୍ତି, କିନ୍ତୁ ବର୍ତ୍ତମାନ ଏହି...

ମା’ବାପା କରୋନା ପଜିଟିଭ ଚିହ୍ନଟ ପରେ ୬ ମାସର ଶିଶୁର ଯତ୍ନ ନେଇ ଚର୍ଚ୍ଚାରେ ଏହି ଡାକ୍ତର

ମହାମାରୀ କରୋନା ସମୟରେ ଡାକ୍ତରମାନେ ନିଜ ଜୀବନକୁ ବାଜି ଲଗାଇ ଦିନରାତି ଏକ କରି ରୋଗୀମାନଙ୍କ ସେବା କରିବାରେ ଲାଗିପଡ଼ିଛନ୍ତି। ତେବେ ଏତିକିବେଳେ ଜଣେ କରୋନା...

ଭୋକିଲା ହରିଣ ପେଟ ପୁରାଇବା ପାଇଁ ଅନ୍ୟଟି କରୁଛି ଏପରି

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ...

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ...

ଘର ସଫେଇ ପାଇଁ ଉଲଗ୍ନ ମହିଳା ଯୋଗାଉଛି ଏହି କମ୍ପାନୀ, ପ୍ରତି ଘଣ୍ଟାକୁ ନେଉଛି ଏତିକି ଚାର୍ଜ

ଘର ସଫା କରିବା ପାଇଁ ବିଭିନ୍ନ ଏଜେନ୍ସି ଅଛି, ଯାହା ସୁଇପର ସୁବିଧା ଯୋଗାଇଥାଏ। ମାତ୍ର ଆଜିକାଲି ଏକ କମ୍ପାନୀ ଏହାର ଅଜବ ଅଫର ଯୋଗୁ...

ନିମିଷକେ ଭୁଶୁଡ଼ିଲା ପାଣିଟାଙ୍କି: ଭିଡ଼ିଓ ଭାଇରାଲ

କୋଲକତା,୨୩।୧: ସୋସିଆଲ୍‌ ମିଡ଼ିଆରେ ଗୁରୁବାର ଏକ ପାଣିଟାଙ୍କି ଭୁଶୁଡ଼ିବାର ଭିଡ଼ିଓ ଶେୟାର କରାଯାଇଛି। ଏହା ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓଟି ପଶ୍ଚିମବଙ୍ଗ ବାଙ୍କୁରା...

Advertisement


Archives

Model This Week