ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସିମ୍ପାଜି ବସିଥିବା ବେଳେ ଏକ ମାଙ୍କଡ଼ ଛୁଆ ଆସି ତା’ ପାଟିରେ ହାତ ମାରି ଦେଉଛି। ସିମ୍ପାଜି ବିରକ୍ତ ହୋଇ ତାକୁ ଗୋଡାଉଥିବା ଦେଖିବାକୁ ମିଳିଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Courage is simple… pic.twitter.com/1qVQBSqU5L
— Susanta Nanda IFS (Retd) (@susantananda3) November 25, 2020

