ଦ୍ୱନ୍ଦ୍ୱ ଦୂର: ୩ ରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢା ଆରମ୍ଭ ହେବ। ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଏ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି। ୩ ରୁ ହିଁ ଖୋଲିବ ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ସେ କହିଛନ୍ତି। ନୋଡାଲ ଅଫିସରମାନେ ଜିଲା ବୁଲୁଛନ୍ତି। ଡିଇଓ ଓ ବିଇଓଙ୍କ ସହ ସଚିବ ବୈଠକ କରୁଛନ୍ତି। ଯିଏ ଚାହିଁବେ ଅନ୍‌ଲାଇନରେ ପଢିପାରିବେ ଏବଂ ଠିକ୍‌ ସମୟରେ ପରୀକ୍ଷା ହେବ ବୋଲି ଗଣ ଶିକ୍ଷା ମନ୍ତ୍ରୀ କହିଛନ୍ତି ।

କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଏବେ ରାଜ୍ୟରେ ଚିନ୍ତା ବଢାଇଛି। ସ୍କୁଲ୍‌ ଖୋଲିଲେ ସଂକ୍ରମଣ ବଢିବା ଆଶଙ୍କା ରହିଥିବାରୁ ଏ ନିଷ୍ପତ୍ତି ବଦଳିପାରେ ବୋଲି ଡିଏମ୍‌ଇଟି କହିଥିଲେ। ତେବେ ଏହାକୁ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri