ଶ୍ରୀମନ୍ଦିର ପାଖ ୧୦୦ମିଟର ନିଷିଦ୍ଧାଞ୍ଚଳ, ନ୍ୟାଶନାଲ ମନୁମେଣ୍ଟର ପ୍ରସ୍ତାବିତ ବାଇ-ଲ ପ୍ରକାଶ

ପୁରୀ ଅଫିସ,୭।୨: ନ୍ୟାଶନାଲ୍‌ ମନୁମେଣ୍ଟ ଆକ୍ଟ(ଏନ୍‌ଏମ୍‌ଏ) ଅନୁସାରେ ଶ୍ରୀମନ୍ଦିର ପାଇଁ ପ୍ରସ୍ତାବିତ ବାଇ-ଲ ପ୍ରସ୍ତୁତ କରାଯାଇଛି। ଏଥିରେ ଶ୍ରୀମନ୍ଦିର ଐତିହ୍ୟ ସଂକ୍ରାନ୍ତ ଚିଠା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ତିଆରି କରାଯାଇଛି। ଶ୍ରୀମନ୍ଦିରକୁ ଲାଗି ଶହେ ମିଟର ପରିଧିକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ନିଷିଦ୍ଧାଞ୍ଚଳଠାରୁ ୨ଶହ ମିଟର ପରିଧିକୁ ନିୟନ୍ତ୍ରିତ ଅଞ୍ଚଳ ରୂପେ ଘୋଷଣା କରାଯାଇଛି। ନିଷିଦ୍ଧାଞ୍ଚଳରେ କୌଣସି ବି ନିର୍ମାଣ କାର୍ଯ୍ୟ କରିବା ନେଇ ସମ୍ପୂର୍ଣ୍ଣ ରୂପେ ବାରଣ କରାଯାଇଥିବା ବେଳେ ନିୟନ୍ତ୍ରିତ ଅଞ୍ଚଳରେ ଯେକୌଣସି ପ୍ରକାର ନିର୍ମାଣ ପୂର୍ବରୁ ନ୍ୟାଶନାଲ ମନୁମେଣ୍ଟ କର୍ତ୍ତୃପକ୍ଷଙ୍କର ଅନୁମତି ବାଧ୍ୟତାମୂଳକ ବୋଲି ବାଇ-ଲରେ ଉଲ୍ଲେଖ ରହିଛି। ଏପରିକି ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ କରାଯିବାକୁ ଥିବା ଘରର ଉଚ୍ଚତା ୯ ମିଟର ମଧ୍ୟରେ ସୀମିତ ରଖିବା ନେଇ ଏଥିରେ କୁହାଯାଇଛି। ପ୍ରସ୍ତାବିତ ବାଇ-ଲକୁ ନେଇ କୌଣସି ପ୍ରକାର ଅଭିଯୋଗ କିମ୍ବା ମତାମତ ଦାଖଲ କରିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି। ଆସନ୍ତା ୧୮ ତାରିଖ ମଧ୍ୟରେ ଏସଂକ୍ରାନ୍ତ ଅଭିଯୋଗ ଦାଖଲ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri