ଫେକର ଗେଟ୍‌ ସମ୍ମୁଖରେ ୧୪୪ ଧାରା ଆଉ ୪୮ ଘଣ୍ଟା ବଢ଼ିଲା

ଭଦ୍ରକ ଅଫିସ,୧୭ା୪: ଭଦ୍ରକ ରାନ୍ଦିଆରେ ଥିବା ଫେକର କମ୍ପାନୀର ୨୦୦ ମିଟର ଅଞ୍ଚଳରେ ସୋମବାର ସକାଳ ୬ଟାରୁ ୧୯ଏପ୍ରିଲ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ୧୪୪ଧାରାକୁ ବଳବତ୍ତର କରାଯାଇଛି। ଗତ ମଙ୍ଗଳବାର କମ୍ପାନୀରେ ଫରନେସ ଚାର୍ଜିଙ୍ଗ ବେଳେ ନିଆଁ ଲାଗି ଦୁଇ ଶ୍ରମିକ ଗୁରୁତର ହୋଇଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗି ରହିଥିଲା। ଉତ୍ତେଜନା ପରିସ୍ଥିତିକୁ ନେଇ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ମନୋଜ କୁମାର ପାତ୍ରଙ୍କ ନିର୍ଦ୍ଦେଶ ଅନୁଯାୟୀ ୧୪୪ ଧାରା ଜାରି କରାଯାଇଛି। କମ୍ପାନୀ ପରିସରରେ ଭଙ୍ଗାରୁଜା ସହ ଉତ୍ତେଜନାକୁ ନଜରରେ ରଖି ଏହି କଟକଣା ଜାରି କରାଯାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଗତ ବୁଧବାରଠାରୁ ୧୪୪ ଧାରା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri