ପୁରୀରେ ଆରମ୍ଭ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ

ପୁରୀ ଅଫିସ,୨୮।୪: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତଙ୍କ ପାଇଁ ପୁରୀରେ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ବ୍ୟବସ୍ଥା। ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ହେବ। ଏହି ହସ୍ପିଟାଲକୁ ଭୁବନେଶ୍ୱରରେ ଥିବା ସମ୍‌ ହସ୍ପିଟାଲ ପରିଚାଳନା କରିବ। ଏଥିରେ ୪୦ଟି ଆଇସିୟୁ ସହ ହସ୍ପିଟାଲରେ ୪ଟି ଭେଣ୍ଟିଲେଟର ବ୍ୟବସ୍ଥା ରହିବ। ଏନେଇ ସୂଚନା ଦେଇଛନ୍ତି, ପୁରୀ ଜିଲାପାଳ ସମର୍ଥ ବର୍ମା ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା...

ସମ୍ପତ୍ତି ବାଜ୍ୟାପ୍ତି ଲଟ୍‌କା ଲଗାଇଲା ପୋଲିସ

ଛେଣ୍ଡିପଦା,୭ ।୧ (ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଗଞ୍ଜେଇ ମାଫିଆ ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁ ଏବଂ ତାଙ୍କ...

ଡେଲାଙ୍ଗରେ ନିର୍ବାଚନୀ ହିଂସା

ଡେଲାଙ୍ଗ,୧୨।୪(ଡି.ଏନ୍‌.ଏ): ପିପିଲି ଉପନିର୍ବାଚନ ପାଇଁ ରବିବାର ପ୍ରଚାର ଚାଲିଥିବାବେଳେ ପୁଣି ହିଂସାକାଣ୍ଡ ଘଟିଛି। ଡେଲାଙ୍ଗ ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତର ବ୍ରାହ୍ମଣବାଡ଼ ଗ୍ରାମରେ ବିଜେଡି ଓ...

କୁଲଡ଼ିହାରେ ପକ୍ଷୀ ଗଣନା ଆରମ୍ଭ

ସଜନାଗଡ଼, ୪।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ବନ ବିଭାଗ ପକ୍ଷରୁ କୁଲଡିହା ଅଭୟାରଣ୍ୟରେ ପକ୍ଷୀଗଣନା ଆରମ୍ଭ ହୋଇଛି।...

କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

ବର୍ଷାରେ ଭିଜି ମହିଳାପୁରୁଷଙ୍କ ରାସ୍ତାରୋକୋ : ଖଇରପଟି ଗ୍ରାମରେ ଦୁଇଗୋଷ୍ଠୀ ବିବାଦ

ନୟାଗଡ଼ ଅଫିସ,୧୩ା୮: ନୟାଗଡ଼ ବ୍ଲକ ଇଟାମାଟି ଥାନା ଖଇରପଟି ଗ୍ରାମରେ ପୁରୁଣା ଘଟଣାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ବିବାଦ...

ମତ ସାବ୍ୟସ୍ତ ପାଇଁ ବୁଥ୍‌କୁ ଟେକା ହୋଇ ଆସିଲେ ଶତାୟୁ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍‌ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ...

ସପକ୍ଷରେ ୨୧, ବିପକ୍ଷରେ ୮ ଗାଁ

ବଇଣ୍ଡା, (ପରିକ୍ଷିତ ସାହୁ ) ୩ା୯: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଧଉରାଗୋଠ ବାରବାଙ୍କିଆ ନାଳଠାରେ ହେବାକୁ ଥିବା ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତି ଏଯାଏ ସ୍ପଷ୍ଟ...

Advertisement
Archives

Model This Week