ଅଗଷ୍ଟ ଦ୍ୱିତୀୟ ସପ୍ତାହରେ +୨ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୬(ବ୍ୟୁରୋ): +୨ ପରୀକ୍ଷାଫଳ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ । ରେଜଲ୍ଟ ଓ ମୂଲ୍ୟାୟନ ପଦ୍ଧତ୍ତି ନେଇ ସିଏଚ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୂଲ୍ୟାୟନ ଦଶମ ପରୀକ୍ଷା ମାର୍କ ଭିତ୍ତିରେ ହେବାକୁ ନିଷ୍ପତ୍ତି ହୋଇଛି। ରେଗୁଲାର ପିଲାଙ୍କ ମାର୍କିଂ ମ୍ୟାଟ୍ରିକ ଭିତ୍ତିରେ ହେବା ବେଳେ ଏକ୍ସରେଗୁଲାର ପିଲାଙ୍କ ମାର୍କିଂ ପୂର୍ବଥର +୨ ପରୀକ୍ଷା ଭିତ୍ତିରେକରାଯିବ। ଯେଉଁମାନେ ମାର୍କରେ ସନ୍ତୁଷ୍ଟ ନ ହେବେ, ପରେ ସେମାନେ ପରୀକ୍ଷା ଦେଇପାରିବେ। ପରିସ୍ଥିତି ସ୍ବଭାବିକ ହେଲା ପରେ ପରୀକ୍ଷା ଦେଇପାରିବେ ବୋଲ ସିଏଚ୍‌ସିଇ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ହେଲପର ମୃତ, ୧୫ ଆହତ

ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୃର୍ଘଟଣା ଘଟିଛି। ଟ୍ରକକୁ ପଛପଟୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ୍‌...

ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ

ଭୁବନେଶ୍ୱର,୧।୨(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ। ଓଡ଼ିଆ ଚଳଚ୍ଚିତ୍ରରେ କମେଡି ଏବଂ ଖଳନାୟକ ଭୂମିକାରେ ଅଭିନୟ କରୁଥିବା ପିଣ୍ଟୁ ଲିଭର ସିରୋସିସ ରୋଗରେ ପୀଡ଼ିତ ହୋଇ...

ରାଜଧାନୀରେ ସ୍ଥାନାନ୍ତର ହେବାକୁ ଯାଉଛି ହାଟ

ଭୁବନେଶ୍ୱର,୨୨।୪: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବଢି ଚାଳିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ...

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୧୮ା୪: ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମାଛ ଚାଲାଣକାରୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶକୁ...

ସ୍ଥାନାନ୍ତର ହେଲା ସାପ୍ତାହିକ ହାଟ

ଭବାନୀପାଟଣା, ୫।୪: କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ରବିବାର ସନ୍ଧ୍ୟା ସୁଦ୍ଧା ୫୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି...

ଶପଥ ନେଲେ ବ୍ରହ୍ମପୁର ମେୟର

ବ୍ରହ୍ମପୁର ଅଫିସ,୮।୪ : ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଶୁକ୍ରବାର ଶପଥ ନେଇଛନ୍ତି । ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ...

ଗଁ। ବାସୀକୁ ଘାରୁଛେ ମ୍ୟାଲେରିଆ ଭଏ

ଲୋଇସିଂହା,୯।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗଁା ଖୁଲି ଅଲପ ବରଷାରେ ବି କାଦୋ ହେଇଯାଉଛେ। ଏନ୍‌ତାଥି ଗଁାବାସୀ ଯିବାଆଏବାରେ ବଡ଼ଭାରି ଅସବିଧାର ସାମନା...

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ...

Advertisement
Archives

Model This Week