ନୂଆଦିଲ୍ଲୀ,୩୧।୭ -ଆର୍ଥତ୍କ ବର୍ଷ ୨୦୧୮-୧୯ ଲାଗି ଆୟକର ରିଟର୍ନ (ଆଇଟିଆର୍) ପଇଠ କରିବା ସୀମାକୁ ସରକାର ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ବଢ଼ାଇଛନ୍ତି। ବର୍ତ୍ତମାନ କରୋନା ଯୋଗୁ ଲୋକମାନେ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଆୟକରଦାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଆୟକର ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଆୟକର ବିଭାଗର ସର୍ବୋଚ୍ଚ ନୀତି ନିର୍ଦ୍ଧାରଣକାରୀ ସଂସ୍ଥା କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ଆର୍ଥତ୍କ ବର୍ଷ ୨୦୧୮-୧୯ ଲାଗି ରିଟର୍ନ ଫାଇଲ କରିବା କ୍ଷେତ୍ରରେ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହା ପୂର୍ବରୁ ରିଟର୍ନ ଫାଇଲ କରିବାର ଶେଷ ତାରିଖ ଜୁଲାଇ ୩୧ ରହିଥିଲା,ଯାହାକୁ ବର୍ତ୍ତମାନ ସେପ୍ଟେମ୍ବର ୩୦ କରାଯାଇଛି। ସୂଚନାଯୋଗ୍ୟ, ୨୦୧୮-୧୯ର ମୂଳ କିମ୍ବା ସଂଶୋଧିତ ଆଇଟି ରିଟର୍ନ ଭରିବାର ଶେଷ ତାରିଖକୁ ତୃତୀୟ ଥର ଲାଗି ବଢ଼ାଯାଇଥିବା ଜଣାପଢ଼ିଛି।
ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA
ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…
ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ
ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…
UPI Payment Rules: ₹୬,୦୦୦ ବିଲ୍କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ
ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…
ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା
ନୂଆଦିଲ୍ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…
ସପ୍ତାହରେ ବ୍ୟାଙ୍କ୍ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର
ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…
ଉନ୍ନତ ଡାଇଗ୍ନୋଷ୍ଟିକ୍ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍
ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…
୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…
ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…
କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!
ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

