ବ୍ରାଜିଲରେ ହେବ ୨୦୨୪ ଜି-୨୦ ସମ୍ମିଳନୀ, ଦାୟିତ୍ୱ ହସ୍ତାନ୍ତର କରିବେ ମୋଦି

ନୂଆଦିଲ୍ଲୀ,/ବ୍ରାସିଲିଆ,୧୦ା୯: ଆଜି ଅର୍ଥାତ୍‌ ରବିବାର ହେଉଛି ଜି-୨୦ ସମ୍ମିଳନୀର ଦ୍ୱିତୀୟ ଦିନ। ଆଜି ଜି -୨୦ ସଦସ୍ୟ ଦେଶଗୁଡ଼ିକର ପ୍ରତିନିଧି ଏବଂ ମୁଖ୍ୟମାନେ ଏହି ସମ୍ମିଳନୀର ତୃତୀୟ ଅଧିବେଶନରେ ଅଂଶଗ୍ରହଣ କରୁଛନ୍ତି, ଯାହାର ନାମ ‘ଓ୍ବାନ୍‌ ଫ୍ୟୁଚର’। ଏହାପୂର୍ବରୁ ଜି -୨୦ ନେତାମାନେ ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବାପୁଙ୍କ ପାଇଁ ୧ ମିନିଟ୍‌ର ନୀରବ ପ୍ରାର୍ଥନା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ନେତାଙ୍କୁ ଖଦିର ଷ୍ଟଲ୍‌ ଦେଇ ସ୍ବାଗତ କରିଥିଲେ। ଅନ୍ୟ ପ୍ରତିନିଧିମାନେ ଭାରତ ମଣ୍ଡପମ୍‌ର ଲିଡର୍ସ ଲାଉଞ୍ଜରେ ପହଞ୍ଚିଥିଲେ। ଜି -୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା। ଅନ୍ୟପକ୍ଷରେ ୨୦୨୪ ଜି-୨୦ ସମ୍ମିଳନୀ ବ୍ରାଜିଲରେ ଆୟୋଜିତ ହେବ। ତେବେ ବାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍‌ଭାଙ୍କୁ ଆଜି ଦାୟିତ୍ୱ ହସ୍ତାନ୍ତର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ…

ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ

ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri