ଫିଲ୍ମ ‘ଦ କଶ୍ମୀର ଫାଇଲ୍‌ସ’ର ୩୧ ଦିନର ଆୟ ଜାଣିଲେ

ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ କଶ୍ମୀର ଫାଇଲ୍‌ସ’ ମୁକ୍ତି ଲାଭକୁ ବର୍ଷେ ପରେ ମଧ୍ୟ ଏହି ଫିଲ୍ମ ଦେଖିବାକୁ ହଲ୍‌ରେ ଲୋକଙ୍କ ଭିଡ଼ ଲାଗି ରହୁଛି। ଫିଲ୍ମ ନୂଆ ନୂଆ ରେକର୍ଡ କରି ଚାଲିଛି। କୋଭିଡ-୧୯ର ସ୍ଥିତି ପରେ ବକ୍ସ ଅଫିସ୍‌ରେ ବଛ ବଛା ହିଟ୍‌ ଫିଲ୍ମ ମଧ୍ୟରେ ‘ଦ କଶ୍ମୀର ଫାଇଲ୍‌ସ’ ଅନ୍ୟତମ। ମାସେ ପରେ ଫିଲ୍ମ ୨୫୦ କୋଟି ଆୟ କରି ସାରିଛି।
୯୦ ଦଶକର କଶ୍ମୀର ପଣ୍ଡିତଙ୍କ ପଳାୟନ ଓ ତାଙ୍କର ନରସଂହାର ଉପରେ ଫିଲ୍ମ ଏହି ନିର୍ମାଣ କରାଯାଇଛି। ଫିଲ୍ମର ବଜେଟ ପାଖାପାଖି ୧୫ କୋଟି ଟଙ୍କା। ସୋମବାର ଟ୍ରେଡ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ୍‌ କରି କହିଛନ୍ତି, ଫିଲ୍ମ ଏକ ଲ୍ୟାଣ୍ଡମାର୍କ ହାସଲ କରିଛି। ସେ ଲେଖିଛନ୍ତି ମହାମାରୀ ପରେ ‘ଦ କଶ୍ମୀର ଫାଇଲ୍‌ସ ପ୍ରଥମ ଫିଲ୍ମ ଯାହା ୨୫୦କୋଟି ଟଙ୍କା ଅତିକ୍ରମ କରି ସାରିଛି । ଏହି ସପ୍ତାହରେ କୌଣସି ବଡ଼ ଫିଲ୍ମର ରିଲିଜ ନ ହେବାରୁ ଶନିବାର ଓ ରବିବାର ଏହାର ବ୍ୟବସାୟ ବଢ଼ିବାରେ ସାହାଯ୍ୟ କରିଛି । ସୀମିତ ଶୋଜ ଓ ସ୍କ୍ରିନ୍ସ ସହ ୫ ସପ୍ତାହ , ଶୁକ୍ରବାର ୫୦ ଲକ୍ଷ , ଶନିବାର ୮୫ଲକ୍ଷ , ରବିବାର ୧.୧୫କୋଟି ଟଙ୍କା । ମୋଟ ୨୫୦.୭୩ କୋଟି ଆୟ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ରକ୍ତାକ୍ତ ଯୁବକଙ୍କ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri