୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ, ୭ା୧୨(ଡି.ଏନ.ଏ):ଦେବଗଡ଼ ରିଜର୍ଭ ପୋଲିସ ପଡିଆଠାରେ ରବିବାର ୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଗୃହରକ୍ଷୀ ବାହିନୀର କର୍ତବ୍ୟ ପରାୟଣତା ଓ କୋଭିଡ଼ ମୁକାବିଲା କ୍ଷେତ୍ରରେ ସେମାନଙ୍କର ପ୍ରଶଂସନୀୟ ଭୂମୀକା ରହିଥିବା ପ୍ରକାଶ କରିଥିଲେ ା ଏହି ଅବସରରେ ଜିଲା ଆରକ୍ଷୀ ଅଧିକ୍ଷକ ମହାନ୍ତ ଗୃହରକ୍ଷୀ ମାନଙ୍କ ଉଦ୍ଦେଶ୍ୟରେ ମହାମହିମ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପ୍ରମୁଖଙ୍କର ବାର୍ତା ପଠନ କରିଥିଲେ ା ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌.ପି.ରବି ନାରାୟଣ ସି, ଡି.ଏସ୍‌.ପି. ଶିବ ପ୍ରସାଦ ବିଶ୍ୱାଳ ଓ ରବୀନ୍ଦ୍ର ରାଉତ ଏବଂ ଦେବଗଡ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ସମେତ ଜିଲ୍ଲାର ବହୁ ପୋଲିସ ଅଧିକାରୀ,କର୍ମଚାରୀ ଓ ଗୃହରକ୍ଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ପ୍ରେମର ପାଠପଢାଇ ଫସିଲେ ବିଜ୍ଞାନ ଶିକ୍ଷକ: ସ୍କୁଲ ଫାଟକରେ ତାଲା, ଥାନାରେ ପହଞ୍ଚିଲା ମାମଲା…

ଦେବଗଡ,୧୩।୨(ଶଶାଙ୍କ ଶେଖର ଝାଙ୍କର): ସ୍କୁଲ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅଶାଳୀନ ବ୍ୟବହାର। କୁଣ୍ଢେଇଗୋଳା ହାଇସ୍କୁଲ ଶିକ୍ଷକ ତପନ ମିଶ୍ର ଥାନାରେ ଅଟକ। ଛାତ୍ରୀଙ୍କ ମା’ ଦେଇଥିବା ଅଭିଯୋଗ…

ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା

ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର…

ସ୍କୁଲରେ ବିଜ୍ଞାନ ଶିକ୍ଷକଙ୍କ ‘ପ୍ରେମ ପାଠ’: ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ଥାନାରେ ମାମଲା ରୁଜୁ

ଦେବଗଡ,୧୨।୨(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri