୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ, ୭ା୧୨(ଡି.ଏନ.ଏ):ଦେବଗଡ଼ ରିଜର୍ଭ ପୋଲିସ ପଡିଆଠାରେ ରବିବାର ୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲା ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ ଯୋଗଦେଇ ଅଭିବାଦନ ଗ୍ରହଣ କରିବା ସହ ଗୃହରକ୍ଷୀ ବାହିନୀର କର୍ତବ୍ୟ ପରାୟଣତା ଓ କୋଭିଡ଼ ମୁକାବିଲା କ୍ଷେତ୍ରରେ ସେମାନଙ୍କର ପ୍ରଶଂସନୀୟ ଭୂମୀକା ରହିଥିବା ପ୍ରକାଶ କରିଥିଲେ ା ଏହି ଅବସରରେ ଜିଲା ଆରକ୍ଷୀ ଅଧିକ୍ଷକ ମହାନ୍ତ ଗୃହରକ୍ଷୀ ମାନଙ୍କ ଉଦ୍ଦେଶ୍ୟରେ ମହାମହିମ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ପ୍ରମୁଖଙ୍କର ବାର୍ତା ପଠନ କରିଥିଲେ ା ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌.ପି.ରବି ନାରାୟଣ ସି, ଡି.ଏସ୍‌.ପି. ଶିବ ପ୍ରସାଦ ବିଶ୍ୱାଳ ଓ ରବୀନ୍ଦ୍ର ରାଉତ ଏବଂ ଦେବଗଡ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ସମେତ ଜିଲ୍ଲାର ବହୁ ପୋଲିସ ଅଧିକାରୀ,କର୍ମଚାରୀ ଓ ଗୃହରକ୍ଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri