କୋଭିଡ୍‌ କଟକଣାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ

ଦାରିଙ୍ଗବାଡି,୨୬।୧(ଡି.ଏନ.ଏ.): ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡିର ୨୫ ପଞ୍ଚାୟତ ଅଞ୍ଚଳର ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ପରିସର ସମେତ ଶିକ୍ଷା ଅନୁଷ୍ଠାନ ଗୁଡିକରେ କରୋନା ଗାଇଡ୍‌ଲାଇନ ମଧ୍ୟରେ ଏହି ଦିବସ ପାଳନ କରାଯାଇଛି । ବ୍ଳକ ସ୍ତରୀୟ ପାଳନକୁ ବନ୍ଦ କରାଯିବା ସହ କେବଳ ବ୍ଳକ କାର୍ଯ୍ୟାଳୟ ପରିସର ମଧ୍ୟରେ ଏହି ଦିବସ ପାଳନ କରାଯାଇଛି।  ବିଡିଓ ଗଦାଧର ପାତ୍ର ପତାକା ଉତ୍ତୋଳନ କରିଥିଲେ । ସେହିପରି ଥାନା ପରିସର ମଧ୍ୟରେ ଆଇଆଇସି କୌଶିକ ମାଝୀ ଏବଂ ବ୍ରାହ୍ମଣୀ ଗାଁ ଥାନାରେ ଥାନା ଅଧିକାରୀ ଦଶରଥ ହେମ୍ମ୍ରମ ପତାକା ଉତ୍ତୋଳନ କରିଥିଲେ । ସେହିପରି ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟ ଗୁଡିକରେ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ବନାଞ୍ଚଳ କାର୍ଯ୍ୟାଳୟରେ ବନାଞ୍ଚଳ ଅଧିକାରୀ ସତିଶ ଧାରୁଆ ଜାତୀୟ ପତାକା ଉତ୍ତୋଳନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧବିଶ୍ୱାସ ଗଳିରେ ମଣିଷ: ସାପ କାମୁଡ଼ିଥିବା ଯୁବକଙ୍କୁ ଡାକ୍ତରଖାନା ପରିସରରେ ଝଡ଼ାଫୁଙ୍କା, ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ, ୨୬।୯- ଆଜିବି ଅନ୍ଧବିଶ୍ୱାସ ଗଳିରେ ମଣିଷ। ଏଭଳି ଏକ ଘଟଣା ବାଲେଶ୍ୱର ଜିଲାର ଜଳେଶ୍ବର ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ ବିଷାକ୍ତ ସାପ...

ପ୍ରତିକୂଳ ଅବସ୍ଥାରେ ସେବା ପାଇଁ ଟିପିଏନ୍‌ଓଡିଏଲ୍‌ ପ୍ରତିବଦ୍ଧ

ବାଲେଶ୍ୱର (ମାନସ ବିଶ୍ୱାଳ), ୨୧।୬: ଗ୍ରୀଷ୍ମରେ ବଢିଛି ବିଦ୍ୟୁତ୍‌ ଚାହିଦା। ପ୍ରତିକୂଳ ଅବସ୍ଥାରେ ନିରବଚ୍ଛିନ୍ନ ଭାବେ ସେବା ଯୋଗାଇବାରେ ଟାଟା ପାୱାର ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌...

ସରିଲା ଖନ୍ତାପଡା ମହୋତ୍ସବ

ବାହାନଗା,୭ା୧୧(ଡି.ଏନ.ଏ.)- ଗତ ବୁଧବାର ଉଦଘାଟିତ ହୋଇଥିବା ୬ଷ୍ଠ ଖନ୍ତାପଡା ମହୋତ୍ସବ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଛି। ମହୋତ୍ସବ ଦ୍ୱାରା ମାନବ ସମାଜ ମଧ୍ୟରେ ଭାଇଚାରା ସୃଷ୍ଟି...

ମା’ ଆଗରେ ପୁଅଙ୍କୁ ଖଣ୍ଡାରେ ହାଣି ହତ୍ୟା

ବଲାଙ୍ଗୀର ଅଫିସ,୧୬।୮: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ କ୍ୟାମ୍ପସ ପରିସରରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି। ୨ ଜଣ ଯୁବକ ଜଣେ ଯୁବକଙ୍କୁ ଖଣ୍ଡାରେ...

ହୋଟେଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ,୪।୯(ସନାତନ ରାଉତ): ଭଦ୍ରକ-ଚରମ୍ପା ଷ୍ଟେଶନ ନିକଟ ଏକ ହୋଟେଲରୁ ସୋମବାର ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଭଣ୍ଡାରିପୋଖରୀ ଅଞ୍ଚଳର ଦେବରାଜ ସାମଲ ବୋଲି...

ସ୍କୁଟିକୁ ଧକ୍କା ଦେବାରୁ ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍‌...

ଖଟିଆରେ ବୁହା ହେଲେ ରୋଗୀ

ବରଗଡ଼ ଅଫିସ,୨୪।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମକୁ ଏଯାବତ୍‌ ଭଲ ରାସ୍ତାଟିଏ ହୋଇପାରି ନାହିଁ। ଅନ୍ୟପକ୍ଷରେ ଏହି ଗ୍ରାମକୁ...

ଜାତୀୟ ରାଜପଥରେ ଗୁଳିକାଣ୍ଡ: ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ ୨୦ ହଜାର

ବାଲେଶ୍ୱର ଅଫିସ,୨୮ା୧୨: ବାଲେଶ୍ବର ଜାତୀୟ ରାଜପଥ ବଣପାରିଆ ଷ୍ଟେଟ୍‌ ବ୍ୟାଙ୍କ ନିକଟରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଜେସିବି କମ୍ପାନୀର ଆକାଉଣ୍ଟାଣ୍ଟ ଗୁରୁତର ହୋଇ ଜିଲା...

Advertisement
Archives

Model This Week