Posted inଫୁରସତ

ଡେଟିଂ ଆପ୍‌ରେ ପ୍ରେମ କରି ବିବାହ କଲେ ୭୯ ବର୍ଷୀୟ ବୃଦ୍ଧା

ପ୍ରେମ କେତେ ବେଳେ କାହ ସହ ହୋଇଯାଏ ଜାଣି ହୁଏନା। ଏହା ନା ବୟସ, ନା ଧନ କିଛି ଦେଖେ ନାହିଁ। ପ୍ରେମ ବୟସ ମାନେ ନାହିଁ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି। ଜଣେ ୭୮ ବୟସ୍କ ବୃଦ୍ଧ ଓ ୭୯ ବର୍ଷୀୟା ବୃଦ୍ଧା ଅନଲାଇନ୍‌ ପ୍ରେମ ପରେ ବିବାହ କରିଛନ୍ତି। ବୃଦ୍ଧଙ୍କ ପୁଅ ଦୁଇ ନବ ଦମ୍ପତିଙ୍କ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରିଛନ୍ତି, ଯାହାକି ଏବେ ଭାଇରାଲ ହେବାରେ ଲାଗିଛି।

ସୂଚନା ଅନୁସାରେ, ଜିମ ଆଡାମ୍ସ ନାମକ ଜଣେ ବୃଦ୍ଧ ଅନ୍‌ଲାଇନରେ ଡେଟିଂ ଆପ୍‌ ମାଧ୍ୟମରେ ଜଣେ ବୃଦ୍ଧାଙ୍କ ସହ ପ୍ରେମ କରି ବିବାହ କରିଛନ୍ତି। ଆଡାମ୍ସ ଜଣେ ପୂର୍ବତନ ପ୍ରଫେସର ଓ ଚିତ୍ରକର। ୪ ବର୍ଷ ପୂର୍ବରୁ ସ୍ତ୍ରୀଙ୍କୁ ହରାଇ ସେ ଏକୁଟିଆ ହୋଇଯାଇଥିଲେ। ନିଜ ଜୀବନରେ ସାଥୀର ଶୂନ୍ୟସ୍ଥାନ ପୂରଣ କରିବା ପାଇଁ ସେ ଡେଟିଂ ଆପ୍‌ର ସହାୟତା ନେଇଥିଲେ। ସେହିପରି ୭୯ ବର୍ଷୀୟା ବୃଦ୍ଧା ଜଣଙ୍କ ହେଲେ ଅଦ୍ରି କଟସ। ସେ ପୂର୍ବରୁ ବୀମା ଅଫିସରେ କାର୍ଯ୍ୟ କରୁଥିଲେ। ୩୩ ବର୍ଷ ପୂର୍ବେ ତାଙ୍କ ବିବାହ ବିଚ୍ଛେଦ ହୋଇଥିଲା। ଦୁହେଁ ମହାମାରୀ ସମୟରେ ଅନଲାଇନ ମାଧ୍ୟମରେ ନିକଟତର ହୋଇଥିଲେ। ୮ ମାସର ସମ୍ପର୍କ ପରେ ଗତ ୨୫ ତାରିଖରେ ଦୁହେଁ ବିବାହ କରିଛନ୍ତି। ସୋସିଆଲ ଗଣମାଧ୍ୟମରେ ବୃଦ୍ଧ ଦମ୍ପତ୍ତିଙ୍କ ଫଟୋକୁ ୧.୫ ଲକ୍ଷ ଲାଇକ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri