Posted inଖେଳ

୮୭ ବର୍ଷର ରେକର୍ଡ ଭାଙ୍ଗିଲା

ଚେନ୍ନାଇ,୯।୨: ପ୍ରଥମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡ ଭାରତକୁ ୨୨୭ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ୪ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି ଇଂଲଣ୍ଡ। ଏହି ବିଜୟ ସହିତ ଇଂଲଣ୍ଡ ଅନେକ ରେକର୍ଡ ସୃଷ୍ଟି କରିଛି। ଚେନ୍ନାଇରେ ଭାରତକୁ ସର୍ବାଧିକ ବ୍ୟବଧାନରେ ପରାସ୍ତ କରିବାରେ ଏହା ଏକ ନୂଆ ରେକର୍ଡ ସୃଷ୍ଟି କରିଛି ଭ୍ରମଣକାରୀ ଦଳ। ୮୭ ବର୍ଷ ପୁରୁଣା ରେକର୍ଡ ଇଂଲଣ୍ଡ ନାମରେ ଥିଲା। ୧୯୩୪ ମସିହାରେ ୧୦ରୁ ୧୪ ଫେବୃଆରୀ ପର୍ଯ୍ୟନ୍ତ ଚେନ୍ନାଇ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ସେ ଭାରତକୁ ୨୦୨ ରନରେ ପରାସ୍ତ କରିଥିଲା ଇଂଲଣ୍ଡ। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଏପର୍ଯ୍ୟନ୍ତ ୩୩ଟି ଟେଷ୍ଟ ମ୍ୟାଚ ଖେଳାଯାଇଛି। ଭାରତ ଏହି ମ୍ୟାଚଗୁଡିକ ମଧ୍ୟରୁ ୧୪ ଟି ଜିତିଛି ଏବଂ ୭ରେ ପରାଜୟର ସମ୍ମୁଖୀନ ହୋଇଛି। ଭାରତ ଏଠାରେ ହାରିଥିବା ୭ଟି ମ୍ୟାଚ ମଧ୍ୟରୁ ୪ଟିରେ ଇଂଲଣ୍ଡ ଭାରତକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ, ପାକିସ୍ଥାନ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟ ଏଠାରେ ଥରେ ଭାରତକୁ ପରାସ୍ତ କରିଛନ୍ତି। ଚେନ୍ନାଇରେ ପ୍ରଥମ ଟେଷ୍ଟ ୧୯୩୪ ମସିହାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିଲା। ଇଂଲଣ୍ଡ ଏହି ମ୍ୟାଚକୁ ୨୦୨ ରନରେ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?